ଭିଜିଲାନ୍ସ ଜାଲରେ ଏସଡିଏମଓ Samaja Digital (PM) Mar 1, 2021 ରେଢାଖୋଲ: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ରେଢାଖୋଲ ଉପଖଣ୍ଡ ଚିକିତ୍ସା ଅଧିକାରୀ ଡାକ୍ତର ବିପିନ ସାହୁ। ଅସ୍ତ୍ରୋପଚାର ପାଇଁ ରୋଗୀ ସମ୍ପର୍କୀୟଙ୍କଠାରୁ ୫୫୦୦ ଟଙ୍କା ଲାଞ୍ଚ ନେଉଥିଲେ। ପୂର୍ବ… Read More...