ପ୍ରଧାନ ଡାକଘରେ ଦୁର୍ନୀତି ନିବାରଣ ସପ୍ତାହ ପାଳିତ Samaja Digital (AH) Nov 2, 2021 ଆଠଗଡ : ଆଠଗଡ ମୁଖ୍ୟ ଡାକଘରେ ସୋମବାର ଦୁର୍ନୀତି ନିବାରଣ ସପ୍ତାହ ଅବସରରେ ସଚେତନତା ସଭା ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଆୟୋଜିତ ସଭାରେ ଡାକପାଳ… Read More...