Browsing Tag

weather news update odia news odisha news

ପୁଣି ଆସୁଛି ‘ବାତ୍ୟା’ ! ; ଜାଣନ୍ତୁ ଓଡିଶାରେ ପ୍ରଭାବ ଅଛି କି ନାହିଁ, ଏହି ଦିନରୁ ଆରମ୍ଭ ହେବ ବର୍ଷା..

ଭୁବନେଶ୍ୱର : ପୁଣି ଆସୁଛି ବାତ୍ୟା । ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି ଘୂର୍ଣ୍ଣିବଳୟ । ଆସନ୍ତା ୨୪ ଘଣ୍ଟାରେ ଏହା ଲଘୁଚାପର ରୂପ ନେବ । ପରବର୍ତ୍ତୀ…
Read More...

ସକାଳ ଯାଏଁ ବର୍ଷା ପାଇଁ ୫ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି..

ଭୁବନେଶ୍ୱର : ମଙ୍ଗଳବାର ଅର୍ଥାତ୍‌ ଅକ୍ଟୋବର ୨୯ ସକାଳ ଯାଏଁ ବର୍ଷା ପାଇଁ ୫ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବିଜୁଳି, ଘଡଘଡି ସହ ବର୍ଷା ପାଇଁ କୋରାପୁଟ, ରାୟଗଡା, ନବରଙ୍ଗପୁର, ଗଜପତି, ଗଞ୍ଜାମକୁ…
Read More...

୩ ଦିନ ପ୍ରବଳ ବର୍ଷିବ; ୨୯ରେ ଆସୁଛି ପୁଣି ଏକ ଲଘୁଚାପ

ଭୁବନେଶ୍ୱର : ବଙ୍ଗୋପସାଗରରେ ସିରିଜ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ଶନିବାର ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଆସନ୍ତା ୨୪ ଘଣ୍ଟାରେ ଏହା ଲଘୁଚାପର ରୂପ ନେବା ପରେ ଏହାର ପ୍ରଭାବରେ ଆସନ୍ତା ୩ ଦିନ ଯାଏଁ ପ୍ରବଳରୁ ଅତି…
Read More...

୨୪ ଘଣ୍ଟାରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ଗୋଟିଏ ପରେ ଗୋଟିଏ ଧାଡିବାନ୍ଧି ଆସିବାରେ ଲାଗିଛି ଲଘୁଚାପ । ୨୪ ଘଣ୍ଟା ଭିତରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଗାଙ୍ଗେୟ ପଶ୍ଚିମବଙ୍ଗ, ଉତ୍ତର…
Read More...

ପ୍ରବଳ ବର୍ଷା ପାଇଁ ୪ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର : ପ୍ରବଳ ବର୍ଷା ନେଇ ୪ ଜିଲା ପାଇଁ ସ୍ୱତନ୍ତ୍ର ରିଲିଫ୍‌ କମିଶନର ସତ୍ୟବ୍ରତ ସାହୁଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ବଲାଙ୍ଗୀର, ମୟୁରଭଞ୍ଜ, ସମ୍ବଲପୁର, ପୁରୀ ଜିଲା ପାଇଁ ଏସଆରସି ସତର୍କ ସୂଚନା…
Read More...

ଲଘୁଚାପ ନେଇ ୧୩ ଜିଲାକୁ ସଜାଗ ରହିବାକୁ ଏସଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ଲଘୁଚାପ ନେଇ ୧୩ ଜିଲାକୁ ସ୍ୱତନ୍ତ୍ର ରିଲିଫ୍‌ କମିଶନର ସତ୍ୟବ୍ରତ ସାହୁ ଚିଠି ଲେଖିଛନ୍ତି । ଲଘୁଚାପ ବର୍ଷାରେ ଉତ୍ତର ଓଡିଶାରେ ଉପୁଜିପାରେ ବନ୍ୟା ସ୍ଥିତି । ଉତ୍ତର ଓଡିଶା ସହ ୧୩ ଜିଲାକୁ ସଜାଗ ରହିବାକୁ…
Read More...

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ; ୫ ଦିନ ପର୍ଯ୍ୟନ୍ତ ବର୍ଷାରୁ ନିସ୍ତାର ନାହିଁ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ପୁଣି ଏକ ଲଘୁଚାପ କ୍ଷେତ୍ର। ଉତ୍ତର ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ବାଂଲାଦେଶ ଉପକୂଳରେ କେନ୍ଦ୍ରିଭୂତ…
Read More...

୫ ଦିନ ବର୍ଷିବ ; ଏସବୁ ଜିଲାକୁ ସତର୍କ ସୂଚନା ଜାରି..

ଭୁବନେଶ୍ୱର : ରାଜ୍ୟରେ ୫ ଦିନ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ବୁଧବାର ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୬ ଏବଂ ୭ ତାରିଖ ବେଳକୁ କିଛି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ପାଣିପାଗ…
Read More...

ଆସନ୍ତା ୫ ଦିନ ପର୍ଯ୍ୟନ୍ତ ବର୍ଷା ; ୨୬ରୁ ବର୍ଷିବ..

ଭୁବନେଶ୍ୱର : ମିଳିବ ଆଶ୍ୱସ୍ତି। ୨୬ରୁ ବଢିବ ବର୍ଷା। ଜୁନ୍ ୨୬ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ। ଏନେଇ ସୋମବାର ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତିଙ୍କ ପକ୍ଷରୁ ସୂଚନା ମିଳିଛି।…
Read More...

୨୬ ପର୍ଯ୍ୟନ୍ତ ଘଡଘଡି ସହ ଲାଗି ରହିବ ବର୍ଷା..

ଭୁବନେଶ୍ୱର : ରାଜ୍ୟରେ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ କେତେକ ସ୍ଥାନରେ ଜାରି ରହିଛି ବର୍ଷା। ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅନ୍ୟ…
Read More...