Browsing Tag

weather update

ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷିବ ! ୩ ଘଣ୍ଟା ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ସତର୍କତା

ଭୁବନେଶ୍ୱର : ସକ୍ରିୟ ମୌସୁମୀ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି। ଆହୁରି ୩ ଦିନ ବର୍ଷାରେ ଭିଜିବ ସାରା ଓଡିଶା। ଝାଡଖଣ୍ଡ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଉପରେ ରହିଥିବା…
Read More...

ସକ୍ରିୟ ଲଘୁଚାପ: ଆଗାମୀ ୪ଦିନ ପ୍ରବଳ ବର୍ଷିବ, ଆଜି ପାଇଁ ୧୦ ଜିଲ୍ଲାକୁ ସତର୍କତା

ଭୁବନେଶ୍ବର : ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉପକୂଳ ବାଂଲାଦେଶ, ଗାଙ୍ଗୀୟ ପଶ୍ଚିମବଙ୍ଗ ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସମ୍ପୃକ୍ତ ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଅଗ୍ରସର ହୋଇ…
Read More...

୩ ଘଣ୍ଟାରେ ଏହି ୬ ଜିଲ୍ଲାରେ ପ୍ରବଳ ବର୍ଷିବ : ୨୬ ସୁଦ୍ଧା ଆଉ ଏକ ଲଘୁଚାପ

ଭୁବନେଶ୍ବର : ପୂର୍ବ ମଧ୍ୟପ୍ରଦେଶ ଏବଂ ଛତିଶଗଡ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ ସକ୍ରିୟ ରହିଛି। ଏହାସହିତ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ଥିବାରୁ ସାରା ରାଜ୍ୟରେ ବର୍ଷା ହୋଇଛି। ସୋମବାର ଭୁବନେଶ୍ବର ଏବଂ…
Read More...

ଅବପାତ ପ୍ରଭାବ: ଆଜି ଏହି ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ

ଭୁବନେଶ୍ବର : କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଗୁରୁବାର ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଶୁକ୍ରବାର ସକାଳ ସାଢ଼େ ୮ଟାରେ ଅବପାତରେ ପରିଣତ ହୋଇଛି। ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା…
Read More...

ଆଜି ୧୦ଜିଲାରେ ପ୍ରବଳ ବର୍ଷା; ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ

ଭୁବନେଶ୍ୱର: କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହା ଆଗାମୀ ୧୨ଘଣ୍ଟାରେ ଅବପାତରେ ପରିଣତ ହୋଇପାରେ । ଏହାର ପ୍ରଭାବରେ ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ…
Read More...

ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ଆଜି ଉତ୍ତର ଓ ଦକ୍ଷିଣ ଓଡିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ବର : ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୧୯ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।…
Read More...

ସକ୍ରିୟ ଘୂର୍ଣ୍ଣିବଳୟ: ୧୭ ତାରିଖ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ବର : ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ପାର୍ଶ୍ବବର୍ତ୍ତୀ ଝାଡଖଣ୍ଡ ଏବଂ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଲଘୁଚାପ ରୂପ ନେବ କି ନାହିଁ ତାହା ସ୍ପଷ୍ଟ ହୋଇ ନଥିବା ପାଣିପାଗ ବିଭାଗ ସୂଚନା…
Read More...

ସକ୍ରିୟ ଘୂର୍ଣ୍ଣିବଳୟ: ଆଜି ଦକ୍ଷିଣରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ହେବାକୁ ଥିବାବେଳେ କିଛି ସ୍ଥାନରେ ପ୍ରବଳ ବର୍ଷିବା ସମ୍ଭାବନା ରହିଛି। ବିଶେଷ କରି ଦକ୍ଷିଣ…
Read More...

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ : ଆଜିଠୁ ରାଜ୍ୟରେ ବଢିବ ବର୍ଷା, ୮ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର : ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବରେ ଶୁକ୍ରବାର ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। କିନ୍ତୁ ପାଣିପାଗ ବିଭାଗର ପୂର୍ବାନୁମାନ, ଆଜି ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ…
Read More...

୧୨ରୁ ଏସବୁ ଜିଲ୍ଲାରେ ପ୍ରବଳ ବର୍ଷିବ: ୧୭ରୁ ପୁଣି ଲଘୁଚାପ

ଭୁବନେଶ୍ବର : ରାଜ୍ୟରେ ଏବେ କାଁ ଭାଁ ବର୍ଷା ହେଉଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାରେ ବିଜୁଳି ଘଡଘଡି ସହିତ ବର୍ଷା ହୋଇପାରେ।  କିନ୍ତୁ ୧୨ ତାରିଖରୁ ତିନିଦିନ ଧରି କେତେକ ଅଞ୍ଚଳରେ ପ୍ରବଳ ବର୍ଷା…
Read More...