Browsing Tag

weather update

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ପ୍ରଭାବରେ ୩ଦିନ ପ୍ରବଳ ବର୍ଷା

ଭୁବନେଶ୍ବର : ପଶ୍ଚିମ-କେନ୍ଦ୍ରୀୟ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହୋଇଛି।…
Read More...

ରାଜଧାନୀରେ ପ୍ରବଳ ବର୍ଷା: ୫ଦିନ ପ୍ରବଳ ବର୍ଷିବ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପ୍ରବଳ ବର୍ଷା ହୋଇଛି । ଅପରାହ୍ନରେ ଘଡଘଡି ବିଜୁଳି ସହ ବର୍ଷା ଜାରି ରହିଛି । ଆଗାମି ୩ଘଣ୍ଟା ପର୍ଯ୍ୟନ୍ତ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।…
Read More...

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ୪ଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ଜୁନ୍ ପହିଲାରୁ ୨୫ ତାରିଖ ସୁଦ୍ଧା ରାଜ୍ୟରେ ୯୪.୬ ମି.ମି ସ୍ବାଭାବିକ ବର୍ଷା ହେବା କଥା। କିନ୍ତୁ ୪୨ ପ୍ରତିଶତ କମ୍‌ ବର୍ଷା ହୋଇଛି। ନିଅଣ୍ଟିଆ ବର୍ଷା ଯୋଗୁଁ ଚାଷ କାର୍ଯ୍ୟ ପଛେଇଛି। ଆଗକୁ ରାଜ୍ୟର…
Read More...

ସାରା ରାଜ୍ୟକୁ ଛୁଇଁଲା ମୌସୁମୀ : ଲଘୁଚାପ ସୃଷ୍ଟି ସମ୍ଭାବନା, ୨୬ ତାରିଖରେ ବଢିବ ବର୍ଷାର ପରିମାଣ

ଭୁବନେଶ୍ବର : ସାରା ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ହାଲୁକାରୁ ମଧ୍ୟମ ଧରଣ ବର୍ଷା…
Read More...

୨୪ ଜିଲା ଛୁଇଁଲା ମୌସୁମୀ

ଭୁବନେଶ୍ବର : ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ରାଜ୍ୟର ୨୪ଟି ଜିଲାକୁ ଅଗ୍ରସର ହେବା ସହ କିଛି ଅଞ୍ଚଳରେ ବର୍ଷା ହୋଇଛି। ଗ୍ରୀଷ୍ମ ଲହରୀ, ଗରମ ଏବଂ ଗୁଳୁଗୁଳିରୁ ଆଶ୍ବସ୍ତି ମିଳିଛି। ଟାଣଖରା ଯୋଗୁଁ ଚାଷୀ ଧାନ…
Read More...

ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ:ଉପକୂଳରେ ଆଉ ୨ ଦିନ ଗୁଳୁଗୁଳି

ଭୁବନେଶ୍ବର: ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଦକ୍ଷିଣ ଓଡ଼ିଶାର ମାଲକାନଗିରି ଏବଂ କୋରାପୁଟ ଜିଲାରେ ସକ୍ରିୟ ରହିଛି। ପାଗ ଅନୁକୂଳ ଥିବାରୁ ଆସନ୍ତା ୨ରୁ ୩ଦିନ ମଧ୍ୟରେ ଆଉ କିଛି ଅଞ୍ଚଳକୁ ଛୁଇଁବାର ସମ୍ଭାବନା ରହିଛି।…
Read More...

ଆଗଉନି ମୌସୁମୀ, ପ୍ରବଳ ଗୁଳୁଗୁଳି

ଭୁବନେଶ୍ୱର : ଭୁବନେଶ୍ବର ଓ କଟକ ସହିତ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ହୋଇଛି। ଅପରାହ୍ଣ ୧ଟାରୁ ୪ଟା ପର୍ଯ୍ୟନ୍ତ ଘନଘନ ବିଜୁଳି ଘଡଘଡି ଯୋଗୁଁ ଲୋକେ ବାହାରକୁ ବାହାରିବାକୁ…
Read More...

ଆହୁରି ୩ଦିନ ଅସହ୍ୟ ଗୁଳୁଗୁଳି

ଭୁବନେଶ୍ଵର: ଅସହ୍ୟ ଗରମ ଓ ଗୁଳୁଗୁଳିରେ ସନ୍ତୁଳି ହେଉଛି ସାରା ରାଜ୍ୟ। ରାଜଧାନୀ ଭୁବନେଶ୍ଵର ସମେତ ରାଜ୍ୟର ଅନେକ ଅଞ୍ଚଳରେ ସର୍ବାଧିକ ତାପମାତ୍ରା ୨ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇଛି। କିଛି ଦିନର ବ୍ୟବଧାନ ପରେ…
Read More...

ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ: ୧୭ରୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ଜାରି ରହିଛି। ଉପକୂଳରେ ଗରମ ଓ ପ୍ରଚଣ୍ଡ ଗୁଳୁଗୁଳି ଅନୁଭୂତ ହେଉଛି। ଦକ୍ଷିଣ ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ ଆସନ୍ତା ୧୭ରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମୌସୁମୀ…
Read More...

୪ଦିନ ଯାଏଁ ତାତିରୁ ନାହିଁ ନିସ୍ତାର: ଦକ୍ଷିଣକୁ ପ୍ରବଳ ବର୍ଷା ସତର୍କତା

ଭୁବନେଶ୍ୱର : ରାଜ୍ୟରେ ତାତିରୁ ନିସ୍ତାର ନାହିଁ। ଆସନ୍ତା ୪ଦିନ ଯାଏଁ ପାଗରେ କୌଣସି ପରିବର୍ତ୍ତନ ହେବନାହିଁ। ଏହାପରେ ୨ରୁ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ। ବୁଧବାର ୧୪ ସହରରେ ତାପମାତ୍ରା ୪୦ ଡିଗ୍ରୀ…
Read More...