Browsing Tag

weather update

୬, ୮ରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ଵର: ପ୍ରବଳ ତାତିରୁ ମିଳିବ ଆଶ୍ଵସ୍ତି। ଦୁଇ ଦିନ ପ୍ରବଳ ଝଡ ବର୍ଷା ନେଇ ମତ୍ସ୍ୟଜୀବୀଙ୍କୁ ସତର୍କତା ଜାରି କରାଯାଇଛି। ୬ ଏବଂ ୮ ତାରିଖ ଦୁଇ ଦିନ ସମୁଦ୍ରକୁ ନଯିବାକୁ ଆଇଏମଡି ପକ୍ଷରୁ ପରାମର୍ଶ ରହିଛି। ଉତ୍ତର…
Read More...

ସାମାନ୍ୟ ଆଶ୍ଵସ୍ତି ଦେଲା କାଳବୈଶାଖୀ ବର୍ଷା

ଭୁବନେଶ୍ବର: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଶୁକ୍ରବାରଠାରୁ ପାରଦ ସାମାନ୍ୟ ଖସିଥିଲେ ମଧ୍ୟ ସବୁଠି ତାତି ୪୦ଡିଗ୍ରୀ ଡେଇଁଛି। ରବିବାର ରାଜ୍ୟର ସର୍ବାଧିକ ତାପମାତ୍ରା ବାରିପଦାରେ ୪୪.୬ଡିଗ୍ରୀ…
Read More...

ଜମ୍ମୁ-କାଶ୍ମୀରରେ ପ୍ରବଳ ବର୍ଷା; ଘୂର୍ଣ୍ଣିବଳୟ ଯୋଗୁଁ ଆଗକୁ ଏହି ସବୁ ରାଜ୍ୟରେ ପ୍ରବଳ ବର୍ଷିବ

ନୂଆଦିଲ୍ଲୀ: ଦେଶରେ ବିଭିନ୍ନ ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ଜମ୍ମୁ-କାଶ୍ମୀରର ଅନେକ ସ୍ଥାନରେ ପ୍ରବଳ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ପୁଲୱାମା ଜିଲାର ତ୍ରିରଙ୍ଗା…
Read More...

ଆହୁରି ଦୁଇ ଦିନ ପ୍ରବଳ ଖରା: ପାରଦ ୩ ଡିଗ୍ରୀ ବଢିବ

ଭୁବନେଶ୍ବର : ଗ୍ରୀଷ୍ମ ପ୍ରବାହରେ ଆହୁରି ଦୁଇ ଦିନ ଜଳିବ ସାରା ରାଜ୍ୟ। ୧୮ରୁ ୨୦ ତାରିଖ ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରେ ତାପମାତ୍ରା ୪୫ ଡିଗ୍ରୀ ଅତିକ୍ରମ କରିବାର ସମ୍ଭାବନା ରହିଛି। ତାପମାତ୍ରା ଅଧିକାଂଶ ସ୍ଥାନରେ…
Read More...

୧୩ ପରେ ବଢିବ ତାତି

ଭୁବନେଶ୍ବର : କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହୋଇଥିଲା। ଝଡ଼ବର୍ଷା ଯୋଗୁଁ ତାତିରୁ ଆଶ୍ବସ୍ତି ମିଳିଥିଲା। ଆସନ୍ତା ୨ଦିନ ପରେ ପୁଣି ବଢିବ ଦିନ ତାପମାତ୍ରା। ପ୍ରାୟତଃ ୨ରୁ…
Read More...

କାଳବୈଶାଖୀ ବର୍ଷା ଆଣିବ ସାମାନ୍ୟ ଆଶ୍ବସ୍ତି

ଭୁବନେଶ୍ବର: ଅସହ୍ୟ ତାତିରୁ ମିଳିବ ସାମାନ୍ୟ ଆଶ୍ବସ୍ତି। ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଏପରିକି ରବିବାର ୫…
Read More...

ଉତ୍ତର ଭାରତରେ ପ୍ରବଳ ବର୍ଷା ସମ୍ଭାବନା

ନୂଆଦିଲ୍ଲୀ: ଉତ୍ତର ଭାରତରେ ପ୍ରବଳ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଦିନ ଓ ରାତି ତାପମାତ୍ରା ବୃଦ୍ଧି କାରଣରୁ ଲୋକମାନେ ଅସ୍ତବ୍ୟସ୍ତ ହେଉଛନ୍ତି। ସେପଟେ ଦେଶରେ ଅନେକ ସ୍ଥାନରେ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ…
Read More...

ଛତିଶଗଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଟ୍ବିନ୍ ସିଟି ସହ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ

ଭୁବନେଶ୍ବର: ଟ୍ବିନ୍ ସିଟି କଟକ ଓ ଭୁବନେଶ୍ବରରେ ମେଘୁଆ ପାଗ। ଆଜି ସକାଳୁ ଟ୍ବିନ୍ ସିଟି ସହ ରାଜ୍ୟର ବିଭିନ୍ନ ସ୍ଥାନରେ ମେଗୁଆ ପାଗ ଦେଖିବାକୁ ମିଳିଛି। ଛତିଶଗଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପାଗରେ…
Read More...

ତାତିରୁ ନାହିଁ ନିସ୍ତାର: ଆଗାମୀ ୪ରୁ ୫ଦିନ ମଧ୍ୟରେ ରାଜ୍ୟରେ ଆହୁରି ବଢିବ ତାପମାତ୍ରା

ଭୁବନେଶ୍ବର : ମାର୍ଚ୍ଚରୁ ଅସହ୍ୟ ହେଲାଣି ଖରା ପ୍ରକୋପ । ଶୁକ୍ରବାର ଚଳିତ ବର୍ଷର ସର୍ବୋଚ୍ଚ ଉତ୍ତାପ ଅନୁଭୂତ ହୋଇଛି। ରାଜ୍ୟରେ ପ୍ରଥମ ଥର ପାଇଁ ୪୦ ଡିଗ୍ରୀ ଛୁଇଁଛି ସର୍ବୋଚ୍ଚ ତାପମାତ୍ରା। ରାଜ୍ୟର ୫ଟି ସ୍ଥାନରେ…
Read More...

ରାଜ୍ୟରେ ପୁଣି ଉପରମୁହାଁ ପାରଦ: ସାରା ରାଜ୍ୟରେ ତାପମାତ୍ରା ବୃଦ୍ଧି

ଭୁବନେଶ୍ବର: କାଳବୈଶାଖୀ ବର୍ଷା ପରେ ସାରା ରାଜ୍ୟରେ ତାପମାତ୍ରା ପୁଣିଥରେ ବୃଦ୍ଧି ପାଇଛି। ଶୁକ୍ରବାର ରାଜ୍ୟର ଅଧିକାଂଶ ସହରର ତାପମାତ୍ରା ୩୦ ଡିଗ୍ରୀ ଟପିଯାଇଥିଲା। ମାଲକାନଗିରିରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୭…
Read More...