www.samajalive.in
Friday, December 12, 2025
15.1 C
Bhubaneswar

ଭାରତରେ ତହବୁର ରାଣା, ବିମାନବନ୍ଦରରୁ ସିଧା ଏନଆଇଏ ମୁଖ୍ୟାଳୟ

ନୂଆଦିଲ୍ଲୀ: ୨୬/୧୧ ମୁମ୍ବଇ ଆକ୍ରମଣର ମାଷ୍ଟର ମାଇଣ୍ଡ ତହବୁର ରାଣା ଭାରତରେ ପହଞ୍ଚିଛି। ଗୁରୁବାର ଆମେରିକାରୁ ସ୍ଵତନ୍ତ୍ର ବିମାନ ଯୋଗେ ତାକୁ ଦିଲ୍ଲୀ ଅଣାଯାଇଛି। ଦିଲ୍ଲୀର ପାଲମ ବିମାନବନ୍ଦରରେ ପହଞ୍ଚିବାପରେ ତାକୁ ସିଧାସଳଖ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) ମୁଖ୍ୟାଳୟକୁ ନିଆଯାଇଛି। ସେଠାରେ ତଦନ୍ତକାରୀ ସଂସ୍ଥାର ଟିମ୍‌ ତାକୁ ପଚରାଉଚରା କରିବେ। ଏହାପରେ ତହବୁର ରାଣାକୁ ତିହାର ଜେଲ୍‌ରେ ରଖାଯିବ, ଯେଉଁଠାରେ ତା’ର ସୁରକ୍ଷାକୁ ନେଇ ସ୍ଵତନ୍ତ୍ର ବ୍ୟବସ୍ଥା କରାଯାଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories