www.samajalive.in
Sunday, December 14, 2025
14.1 C
Bhubaneswar

ବଲାଙ୍ଗିର ଜିଲା ଟାଇକୋଣ୍ଡୋ ସଂଘର ସମ୍ବର୍ଦ୍ଧନା

ବଲାଙ୍ଗିର: ବଲାଙ୍ଗିର ଜିଲା ଟାଇକୋଣ୍ଡୋ ସଂଘ ପକ୍ଷରୁ ଏକ ସମ୍ବର୍ଦ୍ଧନା ସଭା ସ୍ଥାନୀୟ ପିପି ଏକାଡେମିରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୱେଷ୍ଟ ଜୋନ ଟାଇକୋଣ୍ଡୋ ଚାମ୍ପିଏନ୍‍ସିପର କୃତୀ ପ୍ରତିଯୋଗୀ ତଥା ସର୍ବ ଭାରତୀୟ କରାଟେ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ମୁଖ୍ୟ ଅତିଥି ଭାବେ ଜିଲାପାଲ ଚଞ୍ଚଲ ରାଣା ଓ ସମ୍ମାନିତ ଅତିଥି ଭାବେ ସମ୍ବାଦ ବାର୍ତ୍ତା ସମ୍ପାଦକ ଅରବିନ୍ଦ ଦାସ ଯୋଗଦେଇ ଛାତ୍ରଛାତ୍ରି ମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ସଂଘର ସମ୍ପାଦକ ତଥା କୋଚ ଅସିମ କୁମାର ଭୋଇ ସଂଗଠନ ବିଷୟରେ ସୂଚନା ଦେଇଥିଲେ। ସଭାପତି ଶ୍ରୀକର ମିଶ୍ର ଅନୁଷ୍ଠାନ ର ଭିତ୍ତିିଭୂମି ଉପରେ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। କାର୍ଯ୍ୟକ୍ରମକୁ ମନପ୍ରୀତ କୌର ପରିଚାଳନା କରିଥିଲେ।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories