www.samajalive.in
Saturday, December 6, 2025
23.1 C
Bhubaneswar

ତାଇୱାନ ଭୂକମ୍ପ ; ୪ ମୃତ , ୫୦ରୁ ଅଧିକ ଆହତ

ନୂଆଦିଲ୍ଲୀ : ତାଇୱାନରେ ବୁଧବାର ସକାଳେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଏଥିରେ ଏଯାଏଁ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ମଧ୍ୟ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ରହି କୋଠାର ଭଗ୍ନାଂଶ ତଳୁ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଭୂକମ୍ପର ତୀବ୍ରତା ୭.୭ ରେକର୍ଡ କରାଯାଇଥିବା ବେଳେ ଭୂକମ୍ପ ଝଟକା ପରେ ସହରର ଅନେକ ସ୍ଥାନରେ ବିଦ୍ୟୁତ ସଂଯୋଗ କଟା ଯାଇଛି। ଏହାସହ ଦକ୍ଷିଣ ଜାପାନ ଓ ଫିଲିପାଇନ୍ସ ଦ୍ୱୀପପୁଞ୍ଜରେ ସୁନାମୀ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଏକାଧିକ କୋଠା ଭୁଶୁଡି ପଡିଛି। ଭୂକମ୍ପକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଖେଳିଯାଇଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories