www.samajalive.in
Monday, December 15, 2025
27.1 C
Bhubaneswar

ହାଇୱା ଧକ୍କାରେ ଦମ୍ପତି ମୃତ, ପୁଲିସ ତଦନ୍ତ ଆରମ୍ଭ

ତାଳଚେର: କଣ୍ଡାଳ ପେଟ୍ରୋଲ ପମ୍ପ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ଗୋଟିଏ ବାଇକରେ ଯାଉଥିବା ଦମ୍ପତିଙ୍କୁ ଏକ ହାଇୱା ଧକ୍କା ଦେବା ଫଳରେ ସେମାନଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। କଣ୍ଡାଳ ପେଟ୍ରୋଲ ପମ୍ପକୁ ବାଇକରେ ପେଟ୍ରୋଲ ପକାଇବାକୁ ଯିବାବେଳେ ଦୁର୍ଘଟଣା ଘଟିଥିଲା। ବିପରିତ ଦିଗରୁ ଆସୁଥିବା ହାଇୱା ସେମାନଙ୍କ ବାଇକୁ ଧକ୍କା ଦେଇଥିଲା। ଉଭୟଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories