www.samajalive.in
Friday, December 5, 2025
23.1 C
Bhubaneswar

ପଦ୍ମ ଧରିଲେ ତାଳଚେର ପୌରାଧ୍ୟକ୍ଷଙ୍କ ସମେତ ୧୩ କାଉନସିଲର

ସମାଜଲାଇଭ ଡେସ୍କ: ତାଳଚେରରେ ବିଜେପିର ଅପରେସନ ଲୋଟସ। ଶୁକ୍ରବାର ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ପଦ୍ମ ଧରିଛନ୍ତି ତାଳଚେର ପୌର ପରିଷଦ ଅଧ୍ୟକ୍ଷ ପବିତ୍ର ଭୂତିଆ। ପୌର ପରିଷଦ ଅଧ୍ୟକ୍ଷଙ୍କ ସମେତ ୧୩ କାଉନସିଲର ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି। ଗତକାଲି ବିଜେଡିରୁ ପବିତ୍ରଙ୍କ ସମେତ ୧୩ କାଉନସିଲର ଇସ୍ତଫା ଦେଇଥିଲେ।

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ଦଳର ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି, ଢେଙ୍କାନାଳ ବିଜେପି ସାଂସଦ ରୁଦ୍ର ପାଣିଙ୍କ ସମେତ ବିଜେପି ନେତା ଅଶୋକ ମହାନ୍ତି, ଅଗସ୍ତି ବେହେରା, ପ୍ରତାପ ପ୍ରଧାନ, ବିଜେପି ବିଧାୟିକା ସୀମାରଣି ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି ଡବଲ ଇଞ୍ଜିନ ସରକାର ବିକାଶ ମଡେଲକୁ ଆଧାର କରି ସମସ୍ତେ ଏବେ ବିଜେପି ମୁହାଁ। ତାଳଚେରରେ ବିଜେପି ସଙ୍ଗଠନ ଆହୁରି ମଜଭୁତ ହୋଇଛି।

Hot this week

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

ବିଷାକ୍ତ ଗ୍ୟାସ ଲିକ୍ : ଦୁଇ ମୃତ ,ଦଶହଜାର ପ୍ରଭାବିତ

ସମାଜ ଲାଇଭ ଡ଼େସ୍କ : ଝାଡ଼ଖଣ୍ଡର ଧନବାଦରେ ଏକ ଗ୍ୟାସ ଲିକ୍...

‘ମୁଁ ଯୁଦ୍ଧ ବନ୍ଦ କରିବି’-ପୁଣି ଏମିତି ଦୃଢୋକ୍ତି ବାଢିଲେ ଟ୍ରମ୍ପ

ସମାଜ ଡିଜିଟାଲ ଡେସ୍କ: ଦୀର୍ଘ ୩ ବର୍ଷ ହେବ ରୁଷ-ୟୁକ୍ରେନ ଯୁଦ୍ଧ...

ଚିନ୍ତାକଳ୍ପ : ମାନସିକ ଦୁର୍ବଳତା

ସାମର୍ଥ୍ୟ (ବଳ)ର ଅଭାବକୁ ଦୁର୍ବଳ, ଶକ୍ତିହୀନ ବୋଲି ସାଧାରଣତଃ କୁହାଯାଇଥାଏ। ସୀମିତ...

Related Articles

Popular Categories