www.samajalive.in
Sunday, December 7, 2025
26.1 C
Bhubaneswar

ତାଳଚେର-ବିମଳାଗଡ଼ ରେଳପଥ ସଂଗ୍ରାମ ସମିତିର ପାନପୋଷଠାରେ ରେଳରୋକ

ତାଳଚେର : ଆଜି ରାଉରକେଲା ତାଳଚେର-ବିମଳାଗଡ଼ ରେଳ ପଥକୁ ତୁରନ୍ତ ପୂର୍ଣ୍ଣାଙ୍ଗ ଦାବିରେ ରେଳରୋକ କରାଯାଇଛି। ସଂଗ୍ରାମ ସମିତି ପକ୍ଷରୁ ପାନପୋଷଠାରେ ରେଳରୋକ କରାଯାଇଛି।  ମାଲ ଗାଡିକୁ ଅଟକାଇ ପ୍ରତିବାଦ କରାଯାଇଛି।  ସଂଗ୍ରାମ ସମିତିର ଏହି ପ୍ରତିବାଦକୁ ବିଭିନ୍ନ ମହଲରୁ ସମର୍ଥନ କରାଯାଇଛି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories