www.samajalive.in
Monday, December 15, 2025
15.1 C
Bhubaneswar

ବିମାନ ଚଳାଚଳ ନିମନ୍ତେ ଡିଜିସିଏକୁ ଚିଠି ଲେଖିଲା ତାଲିବାନ

କାବୁଲ: ଆଫଗାନିସ୍ତାନକୁ ବାଣିଜ୍ୟିକ ବିମାନ ଚଳାଚଳ କରିବା ଲାଗି ତାଲିବାନ ସରକାର ଭାରତର ବେସାମରିକ ବିମାନ ଚଳାଚଳ ନିର୍ଦେଶାଳୟ (ଡିଜିସିଏ)କୁ ଚିଠି ଲେଖିଛି। ଇସଲାମିକ ଇମରେଟ୍ସ ଇ ଆଫଗାନିସ୍ତାନର ଏହି ଚିଠି ଉପରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ବିଚାର କରୁଛି। ଅଗଷ୍ଟ ୧୫ରେ ଆଫଗାନିସ୍ତାନରେ ତାଲିବାନର କ୍ଷମତା ଦଖଲ ପରେ ଭାରତ ଏଠାକୁ ବିମାନ ଚଳାଚଳକୁ ସମ୍ପୂର୍ଣ୍ଣ ବନ୍ଦ କରିଦେଇଛି। କରୋନା କଟକଣାକୁ ନେଇ ଅକ୍ଟୋବର ୩୧ ପର୍ଯ୍ୟନ୍ତ ଆନ୍ତର୍ଜାତିକ ବିମାନ ଚଳାଚଳକୁ ଭାରତ ସରକାର ନିଷିଦ୍ଧ କରିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories