www.samajalive.in
Friday, December 5, 2025
26.1 C
Bhubaneswar

ଜାଣନ୍ତୁ, ତମ୍ବା ବାସନରେ ପାଣି ପିଇବାକୁ କାହିଁକି ଦିଆଯାଏ ପରାମର୍ଶ !

ରାତିରେ ଏକ ତମ୍ବା ପାତ୍ରରେ ପାଣି ଭରି ରଖି ସକାଳେ ଏହି ପାଣି ପିଇବାକୁ ଅନେକ ପରାମର୍ଶ ଦେବାର ଶୁଣିଥିବେ । କିନ୍ତୁ କ’ଣ ଆପଣ ଜାଣନ୍ତି କି, ଏହି ପରାମର୍ଶ ପଛରେ କ’ଣ ରହିଛି କାରଣ? ଆସନ୍ତୁ ଜାଣିବା….

ତମ୍ବା ପାତ୍ରର ପାଣି ପିଇବା ଦ୍ବାରା ପାଚନ କ୍ରିୟା ସଠିକ୍ ଭାବରେ ହୋଇଥାଏ ।
ଏହା ହୃଦୟକୁ ସୁସ୍ଥ ରଖିବାରେ ସାହାୟକ ହୁଏ ।
ରକ୍ତଚାପକୁ ନିୟନ୍ତ୍ରିତ ରଖିବା ସହ ରକ୍ତରେ କୋଲେଷ୍ଟର ମାତ୍ରା ମଧ୍ୟ କମ୍ କରେ ।
ତମ୍ବା ପାତ୍ରରେ ଥିବା ପାଣି ପିଇବା ଦ୍ବାରା ହୃଦଘାତ ଜନିତ ଆଶଙ୍କା କମ୍ ଥାଏ ।
ତ୍ବଚା ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଥାଏ ।
ମୋଟାପଣ କମ୍ କରିବାରେ ମଧ୍ୟ ସାହାଯ୍ୟ କରେ ।
ଏହା ଦ୍ବାରା ଏନିମିୟା ରୋଗରୁ ମଧ୍ୟ ଉପଶମ ମିଳିଥାଏ ।
ଏକ ଅଧ୍ୟୟନରୁ ଜଣାପଡିଛି ଯେ, ତମ୍ବାରେ କର୍କଟ ରୋଗ ନିରୋଧୀ ତତ୍ତ୍ବ ରହିଛି । ତେଣୁ ତମ୍ବା ପାତ୍ରରେ ଥିବା ପାଣି ପିଇବା ଦ୍ବାରା କର୍କଟ ରୋଗକୁ ଆରମ୍ଭରୁ ରୋକା ଯାଇ ପାରିବ ।
ନିୟମତି ତମ୍ବା ପାତ୍ର ପାଣି ପିଇବା ଦ୍ବାରା ଶରୀରର ପୀଡା, ଆଣ୍ଠୁଗଣ୍ଠି ବିନ୍ଧା ଓ ଫୁଲା ରୋଗ ହୋଇନଥାଏ ।

- Advertisement -

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories