www.samajalive.in
Tuesday, December 9, 2025
16.1 C
Bhubaneswar

ତାମିଲ ଅଭିନେତା ମାଧନ ବବ୍‌ଙ୍କ ପରଲୋକ

ସମାଜ ଡିଜିଟାଲ ଡେସ୍କ: ତାମିଲ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ହାସ୍ୟାଭିନେତା ମାଧନ ବବଙ୍କର ପରଲୋକ ଘଟିଛି। ଶନିବାର ୭୧ ବର୍ଷ ବୟସରେ ଚେନ୍ନଇର ଆଡିୟାରସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ମାଧନ କିଛି ଦିନ ଧରି କର୍କଟ ରୋଗରେ ଆକ୍ରାନ୍ତ ଥାଇ ଚିକିତ୍ସିତ ହେଉଥିଲେ।

ମାଧନ କେବଳ ଜଣେ ଲୋକପ୍ରିୟ ଅଭିନେତା ନ ଥିଲେ, ସେ ଜଣେ ସଙ୍ଗୀତଜ୍ଞ ବି ଥିଲେ। ଦୀର୍ଘ ୪୦ ବର୍ଷ ଧରି ସେ ତାମିଲ ଚଳଚ୍ଚିତ୍ର ଜଗତ ସହିତ ଜଡ଼ିତ ରହିଆସିଥିଲେ। ୧୯୮୦ ଦଶକରେ ସେ ସିନେମା ଜଗତରେ ପାଦ ଦେଇଥିଲେ। ୨୦୦ରୁ ଅଧିକ ଚଳଚ୍ଚିତ୍ରରେ ସେ ଅଭିନୟ କରି ଦର୍ଶକଙ୍କ ମନଜିଣିଥିଲେ। ମାଧନଙ୍କ ମୃତ୍ୟୁରେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରୀରେ ଶୋକର ଛାୟା ଖେଳିଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories