www.samajalive.in
Saturday, December 6, 2025
26.1 C
Bhubaneswar

ବାଣ ତିଆରି ଅଞ୍ଚଳରେ ବିସ୍ଫୋରଣ ; ୪ ମୃତ

ଚେନ୍ନାଇ : ତାମିଲନାଡୁର ବିରୁଧନଗର ଜିଲାରେ ଶିବକାଶୀ ନିକଟରେ ଗୁରୁବାର ଏକ ବାଣ ତିଆରି ଅଞ୍ଚଳରେ ବିସ୍ଫୋରଣ ଘଟିଛି। ଏଥିରେ ଏଯାଏଁ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଏହାସହ ୧୦ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଛନ୍ତି। ଉଦ୍ଧାରକାର୍ଯ୍ୟ ଜାରି ରହିଛି।

ପ୍ରଧାନମନ୍ତ୍ରୀଙ୍କ ରୋଡ୍ ସୋ’ ; ମାଷ୍ଟର କ୍ୟାଣ୍ଟିନରୁ ବାଣୀବିହାର ରାସ୍ତାରେ ଗାଡି ଚଳାଚଳ ମନା

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories