www.samajalive.in
Saturday, December 6, 2025
14.1 C
Bhubaneswar

ତାମିଲନାଡୁ ବାଣକାରଖାନାରେ ଅଗ୍ନିକାଣ୍ଡ ; ୩ ମୃତ

ବିରୁଧୁନଗର : ନବବର୍ଷରେ ମାତା ବୈଷ୍ଣୋଦେବୀ ଭବନରେ ଦୁଃଖଦ ଘଟଣା ଘଟିବା ପରେ ଏବେ ତାମିଲନାଡୁରେ ଏକ ଅଘଟଣ ଘଟିଛି। ତାମିଲନାଡୁର ବିରୁଧୁନଗର ଜିଲାରେ ଥିବା ଏକ ବାଣକାରଖାନାରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଏଯାଏଁ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ସକାଳ ସମୟରେ ହୋଇଥିବା ଏହି ଘଟଣାରେ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର ଓ ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories