www.samajalive.in
Monday, December 15, 2025
16.1 C
Bhubaneswar

ତାମିଲନାଡୁ ବର୍ଷାରେ ୧୨ ମୃତ

ଚେନ୍ନଇ : ଲଗାଣ ବର୍ଷା ଯୋଗୁଁ ତାମିଲନାଡୁର ବିଭିନ୍ନ ସ୍ଥାନରେ ବନ୍ୟା ଦେଖାଯାଇଛି। ଏହି ବନ୍ୟାରେ ୧୨ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାର ଓ ରିଲିଫ ନିମନ୍ତେ ଏନଡିଆରଏଫର ୧୧ଟି ଦଳ ଓ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ବାହିନୀର ୭ଦଳ ମୁତୟନ ହୋଇଛନ୍ତି। ରବିବାର ଠାରୁ ରାଜଧାନୀ ଚେନ୍ନଇ ସମେତ ବିଭିନ୍ନ ଅଞ୍ଚଳରେ ବର୍ଷା ବିତ୍ପାତ ଲାଗି ରହିଥିବାବେଳେ ଆଗାମୀ ଦୁଇଦିନ ଏହା ଜାରି ରହିବ ବୋଲି ପାଣିପାଗ ବିଭାଗ କହିଛି। ପାଣିପାଗ ବିଭାଗର କହିବା ଅନୁଯାୟୀ ନଭେମ୍ବର ୧୦ ତାରିଖ ସନ୍ଧ୍ୟାରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କେନ୍ଦ୍ରୀଭୂତ ହୋଇଛି। ଏହା ଏବେ ପୁଡୁଚେରୀର ପୂର୍ବ ଓ ଦକ୍ଷିଣ ପୂର୍ବର ୪୨୦ କିମି ଦୂରରେ ରହିଛି। ଏହି ଲଘୁଚାପ ଗୁରୁବାର ତାମିଲନାଡୁ ଉପକୂଳ ଦେଇ ଅତିକ୍ରମ କରିବ।

Hot this week

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

Related Articles

Popular Categories