www.samajalive.in
Monday, December 8, 2025
20.1 C
Bhubaneswar

ଟାଙ୍ଗୀ: ବଡ଼ଶଙ୍ଖ ନେଲା ଆଉ ଏକ ମୁଣ୍ଡ, ସଡ଼କ ଦୁର୍ଘଟଣାରେ ଯୁବକ ମୃତ

ଟାଙ୍ଗୀ: ବଡ଼ଶଙ୍ଖରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ। ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତକ ବଡ଼ପୋଖରିଆ ଗ୍ରାମର ସୌମେନ୍ଦ୍ର ପାଇକରାୟ ବୋଲି ଜଣାପଡ଼ିଛି। ୨୪ ବର୍ଷୀୟ ସୌମେନ୍ଦ୍ର ବାଇକ ଯୋଗେ କାଳୁପଡ଼ା ଘାଟ ଯାଉଥିଲେ। ବଡ଼ଶଙ୍ଖରେ ବାଇକ ପିଟି ହୋଇଯିବାରୁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories