www.samajalive.in
Sunday, December 14, 2025
26.1 C
Bhubaneswar

ପୂର୍ବାଞ୍ଚଳ ମହିଳା କ୍ରିକେଟ ଦଳରେ ତନ୍ମୟୀ ବେହେରା

କଟକ : ବିସିସିଆଇ ସିନିୟର ମହିଳା ଦିନିକିଆ ଆନ୍ତଃଜୋନ କ୍ରିକେଟ ଟୁର୍ଣ୍ଣାମେଣ୍ଟ ୨୦୨୩-୨୪ ମହାରାଷ୍ଟ୍ରର ପୁଣେରେ ଚଳିତ ମାର୍ଚ୍ଚ ୨୮ରୁ ଖେଳାଯିବ। ଏଥିପାଇଁ ପୂର୍ବାଞ୍ଚଳ ମହିଳା କ୍ରିକେଟ ମନୋନୟନ କମିଟି ପକ୍ଷରୁ ପୂର୍ବାଞ୍ଚଳ ଦଳ ଘୋଷଣା କରାଯାଇଛି। ଦଳରେ ଓଡ଼ିଶାରୁ ଏକମାତ୍ର ମହିଳା କ୍ରିକେଟର ଭାବେ ତନ୍ମୟୀ ବେହେରା ସ୍ଥାନ ପାଇଛନ୍ତି। ପୂର୍ବାଞ୍ଚଳ ଦଳରେ ସ୍ଥାନ ପାଇଥିବା ତନ୍ମୟୀଙ୍କୁ ଓସିଏ ସମ୍ପାଦକ ସଞ୍ଜୟ ବେହେରା ଓ ସଭାପତି ପ୍ରଣବ ପ୍ରକାଶ ଦାଶ ଶୁଭେଚ୍ଛା ଜଣାଇବା ସହ ସଫଳତା କାମନା କରିଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories