www.samajalive.in
Monday, December 15, 2025
16.1 C
Bhubaneswar

ରାଷ୍ଟ୍ରପତି ସମ୍ମାନପ୍ରାପ୍ତ ଶିକ୍ଷକଙ୍କୁ ଆକ୍ରମଣ

ସମାଜ ଡିଜିଟାଲ ଡେସ୍କ: ରାଜଧାନୀରେ ରାଷ୍ଟ୍ରପତି ସମ୍ମାନପ୍ରାପ୍ତ ଶିକ୍ଷକଙ୍କୁ ଆକ୍ରମଣ କରାଯାଇଛି। ଭୁବନେଶ୍ବର ରେଳ ଷ୍ଟେସନର ୬ନଂ ପ୍ଲାଟ୍‌ଫର୍ମ ବାହାରେ ସମ୍ପୃକ୍ତ ଶିକ୍ଷକଙ୍କୁ କାଠ ଫାଳିଆରେ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ। ଘଟଣା ପରେ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି। ଗୁରୁତର ଆହତ ଶିକ୍ଷକଙ୍କୁ ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଶିକ୍ଷକ ଜଣକ ରାୟଗଡ଼ାରୁ ଭୁବନେଶ୍ୱର ସରକାରୀ କାର୍ଯ୍ୟରେ ଆସିଥିଲେ।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories