www.samajalive.in
Friday, December 5, 2025
16.1 C
Bhubaneswar

ଶିକ୍ଷକଙ୍କ ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ଭୁବନେଶ୍ଵର : ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚ ଶିକ୍ଷା ବିଭାଗ ଅଧିନରେ ବିଭିନ୍ନ ପ୍ରକାର ସରକାରୀ ଏବଂ ଅନୁଦାନପ୍ରାପ୍ତ ଓ ଅଣ- ଅନୁଦାନପ୍ରାପ୍ତ ବେସରକାରୀ ଶିକ୍ଷାନୁଷ୍ଠାନ ରହିଛି । ଏହି ଶିକ୍ଷାନୁଷ୍ଠାନ ଗୁଡିକର ବିଭିନ୍ନ ଶିକ୍ଷକ / ଅଧ୍ୟାପକ ଏବଂ କର୍ମଚାରୀ ସଂଘ ସେମାନଙ୍କର ବିଭିନ୍ନ ପ୍ରକାରର ଦାବୀ ସରକାରଙ୍କ ନିକଟରେ ଉପସ୍ଥାପନ କରିଆସୁଛନ୍ତି । ସେମାନଙ୍କର ଏହି ଦାବି ଉପରେ ବିଭିନ୍ନ ସମୟରେ ଆଲୋଚନା ମଧ୍ୟ କରାଯାଇଛି । ଏହାକୁ ରାଜ୍ୟ ସରକାର ଗୁରୁତ୍ଵର ସହ ବିଚାର କରି ଶିକ୍ଷକ/ ଅଧ୍ୟାପକ ଏବଂ କର୍ମଚାରୀମାନଙ୍କର ଦାବୀ ସମୂହର ଅନୁଶୀଳନ ନିମନ୍ତେ ଶ୍ରୀ ଅଶୋକ କୁମାର ତ୍ରିପାଠୀ, ଭାରତୀୟ ପ୍ରଶାସନିକ ସେବା (ଅବସର ପ୍ରାପ୍ତ) ଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଉକ୍ତ କମିଟି ୬ ମାସ ମଧ୍ୟରେ ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବେ।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories