www.samajalive.in
Friday, December 12, 2025
19.1 C
Bhubaneswar

ଗୁରୁ ଦିବସରେ ଶିକ୍ଷକଙ୍କ ଆନ୍ଦୋଳନ; ରାଜ୍ୟ ସରକାରଙ୍କୁ ଦାୟୀ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ଵର: ସରକାର ରାଜ୍ୟର ବୃହତ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟର ଶିକ୍ଷକଙ୍କ ସମସ୍ୟାର ସମାଧାନ ଦିଗରେ ଜତ୍ନବାନ ହେବା ଉଚିତ ବୋଲି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପବିତ୍ର ଗୁରୁ ଦିବସ ଅବସରରେ ମତବ୍ୟକ୍ତ କରିଛନ୍ତି। ଗୁରୁଦିବସ ଅବସରରେ ଛାତ୍ରଛାତ୍ରୀ ସମେତ ଓଡ଼ିଶାର ଶିକ୍ଷକ ସମାଜକୁ ଶୁଭକାମନା ଜଣାଇ ଶିକ୍ଷକଙ୍କ ଆନ୍ଦୋଳନ ସତ୍ବେ ରାଜ୍ୟ ସରକାର ସମାଧାନର ପନ୍ଥା କାଢୁ ନାହାନ୍ତି ବୋଲି ସେ କ୍ଷୋଭ ପ୍ରକାଶ କରିଛନ୍ତି।

Hot this week

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

ଗାଈ କଟାକୁ ନେଇ ଉତ୍ତେଜନା- ମାମଲା ରୁଜୁ

ଗୋପାଳପୁର - ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟସ୍ଥ ସୋରାବାଡି ଜଙ୍ଗଲରେ...

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

Related Articles

Popular Categories