ପୁରୀ: ପୁରୀ ଜିଲା ନିମାପଡ଼ା ସ୍ଥିତ ଧୀରପୁର ଉଚ୍ଚପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷକଙ୍କ ଝୁଲନ୍ତା ମୃତଦେହ ବୁଧବାର ଶ୍ରେଣୀଗୃହରୁ ଉଦ୍ଧାର ହୋଇଛି। ମୃତ ଶିକ୍ଷକଙ୍କ ନାଁ ଆର୍ତ୍ତତ୍ରାଣ ସ୍ୱାଇଁ। ତେବେ ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି ତାହା ବର୍ତ୍ତମାନ ସୁଦ୍ଧା ଜଣା ପଡ଼ିନାହିଁ। ପୁଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।
Popular Categories



