www.samajalive.in
Saturday, December 6, 2025
16.1 C
Bhubaneswar

୨୯ରୁ ପୁଣି ଶିକ୍ଷକ ଆନ୍ଦୋଳନ

ଭୁବନେଶ୍ୱର : ଆସନ୍ତା ୨୯ ତାରିଖରୁ ପ୍ରାଥମିକ ଶିକ୍ଷକ ସଂଘ ପୁଣି ଥରେ ୩ ଦଫା ନେଇ ଆନ୍ଦୋଳନକୁ ଓହ୍ଲାଇବେ । ରାଜଧାନୀ ଲୋୟର ପିଏମଜିରେ ବିଭିନ୍ନ ଜିଲ୍ଲାରୁ ଶିକ୍ଷକ ମାନେ ଆସି ଏକାଠି ହେବେ । ଠିକା କର୍ମଚାରୀଙ୍କୁ ୬ବର୍ଷର ଇନ୍‌କ୍ରିମେଣ୍ଟ ଦେଇ ମୂଳ ଚାକିରିରେ ଗଣନା, ସମାନ କାମକୁ ସମାନ ଦରମା, ଏଥିସହ ନୂତନ ପେନ୍‌ସନ୍‌ ବ୍ୟବସ୍ଥା ଉଚ୍ଛେଦ କରି ପୁରୁଣା ପେନ୍‌ସନ୍‌ ଲାଗୁ କରାଯିବାକୁ ପ୍ରାଥମିକ ଶିକ୍ଷକ ସଂଘ ଦାବି କରିଛି। ପୂର୍ବରୁ ଦାବି ପୂରଣ ନେଇ ଆନ୍ତଃ ମନ୍ତ୍ରୀସ୍ତରୀୟ କମିଟିରେ  ପ୍ରତିଶ୍ରୁତି ମିଳିଥିଲା। କିନ୍ତୁ ଏପର୍ଯ୍ୟନ୍ତ କୌଣସି ସୁଫଳ ମିଳିନି। ତେଣୁ ଜାନୁଆରୀ ୨୭ ତାରିଖ ସୁଦ୍ଧା ଯଦି ଦାବି ପୂରଣ କରାନଯାଏ , ତାହେଲେ ପୁଣିଥରେ ଆନ୍ଦୋଳନ କରାଯିବାକୁ ସଂଘ ଚେତାବନୀ ଦେଇଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories