www.samajalive.in
Thursday, December 11, 2025
27.1 C
Bhubaneswar

ଜାନୀଆରୀ ୧୯ରେ ଶିକ୍ଷକ ଯୋଗ୍ୟତା ପରୀକ୍ଷା 

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ପକ୍ଷରୁ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ଯୋଗ୍ୟତା ପ୍ରବେଶିକା ପରୀକ୍ଷା (ଓଏସ୍‌ଏସ୍‌ଟିଇଟି) ଜାନୁଆରୀ ୧୯ରେ ଅନୁଷ୍ଠିତ ହେବ।  ଏଥିପାଇଁ ରାଜ୍ୟରେ ୪୭,୭୪୪ ପରୀକ୍ଷାର୍ଥୀଙ୍କ ନିମନ୍ତେ ୧୬୫ଟି ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା ହୋଇଛି। ପୂର୍ବାହ୍ଣ ୯ଟାରୁ ୧୧ଟା ୩୦ ପର୍ଯ୍ୟନ୍ତ ପେପର-୧ ଏବଂ ଅପରାହ୍ଣ ୧ଟା ୩୦ମିନିଟରୁ ୪ଟା ପର୍ଯ୍ୟନ୍ତ ପେପର-୨ରେ ପରୀକ୍ଷା ହେବ। ଶୁକ୍ରବାରଠାରୁ ବୋର୍ଡ ୱେବସାଇଟରେ ପ୍ରବେଶିକା ପତ୍ର(ଆଡମିଟ୍‌ କାର୍ଡ)ଉପଲବ୍ଧ ହୋଇଥିବା ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ବସ୍‌-ବାଇକ୍ ଧକ୍କା : ଦୁଇ ଛାତ୍ର ମୃତ

ପଦ୍ମପୁର: ରାୟଗଡା ଜିଲ୍ଲା ରାମନାଗୁଡା ବ୍ଲକ ପାଲୁପାଇ ନିକଟରେ ବସ୍- ବାଇକ୍...

ଗୋଆ ଅଗ୍ନିକାଣ୍ଡ : ମାଲିକ ଲୁଥ୍ରା ଭ୍ରାତାଙ୍କୁ ଅଟକ ରଖିଛି ଥାଇଲାଣ୍ଡ ପୁଲିସ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

Related Articles

Popular Categories