www.samajalive.in
Friday, December 5, 2025
16.1 C
Bhubaneswar

ମହିଳା ବିଶ୍ବକପ୍ ଫାଇନାଲ: ପ୍ରଥମେ ବ୍ୟାଟିଂ କରିବ ଭାରତ

ସମାଜ ନ୍ୟୁଜ ଡେସ୍କ: ମହିଳା ବିଶ୍ବକପ୍ ଫାଇନାଲରେ ପ୍ରଥମେ ବ୍ୟାଟିଂ କରିବ ଭାରତ । ଦକ୍ଷିଣ ଆଫ୍ରିକା ପ୍ରଥମେ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଛି । ତେବେ ଉଭୟ ଦଳ ଚୂଡ଼ାନ୍ତ ଏକାଦଶରେ କୌଣସି ପରିବର୍ତ୍ତନ ଅଣାଯାଇ ନାହିଁ । ତିନି ତିନି ଥର ବିଶ୍ବକପ୍ ଫାଇନାଲରେ ପ୍ରବେଶ କରିଥିଲେ ମଧ୍ୟ ବିଜୟ ମୁକୁଟ ପିନ୍ଧି ପାରି ନାହିଁ ଭାରତୀୟ ମହିଳା ଦଳ । ତେବେ ଅଧିନାୟକ ହରମନପ୍ରିତ କୌରଙ୍କ ପାଇଁ ଏହା ସବୁଠାରୁ ସୁବର୍ଣ୍ଣ ସୁଯୋଗ ବୋଲି କୁହାଯାଉଛି ।

ସେମିଫାଇନାଲରେ ଅଷ୍ଟ୍ରେଲିଆ ବିପକ୍ଷରେ ଜବରଦସ୍ତ ବିଜୟ ହାସଲ କରି ସମସ୍ତଙ୍କ ମନ ଜିଣିଥିଲା ଟିମ୍ ଇଣ୍ଡିଆ । ସାତ ଥର ମହିଳା ବିଶ୍ବକପ୍ ଚାମ୍ପିଆନ ଅଷ୍ଟ୍ରେଲିଆର ଏଥର ବିଶ୍ବକପ୍ ଆଶା ଧୂଳିସାତ ହୋଇଯାଇଛି ।

- Advertisement -

ମହିଳା ବିଶ୍ବକପ୍ ରେ ଅଷ୍ଟ୍ରେଲିଆ 7 ଥର ଜିତିଥିବା ବେଳେ ଇଂଲଣ୍ଡ 4 ଏବଂ ନ୍ୟୁଜିଲାଣ୍ଡ ଥରେ ଚାମ୍ପିଅନ ହୋଇଛି।

Hot this week

ରାତି ବଢିବା ସହ ବଢ଼ିଲାଣି ଭିଡ ,କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି

କଟକ :କାଲିଠୁ ବାରବାଟୀରେ ଅଫଲାଇନ ଟିକେଟ ବିକ୍ରି । କିନ୍ତୁ ଆଜିଠୁ...

ସମ୍ପତ୍ତି ଆଗରେ ସମ୍ପର୍କ ତୁଛ , ମା ର ମୃତ ଦେହ ସତ୍କାର ନହୋଇ ପଡ଼ିରହିଛି

କୁଜଙ୍ଗ: କୁଜଙ୍ଗ ବ୍ଲକ ବିଶ୍ୱାଳି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି।...

ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦,କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ଆସନ୍ତା ୯ ତାରିଖରେ ବାରବାଟୀ ଷ୍ଟାଡିୟମ, କଟକ ଠାରେ ଭାରତ-ଦକ୍ଷିଣ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ଫୁଲବାଣୀ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି...

୨ ଶିଶୁ ସହ ୧୫ ଦାଦନ ଶ୍ରମିକ ଉଦ୍ଧାର, ଫେରାର ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: ତୁରକେଲା ଥାନା ପୁଲିସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ଗୁରୁବାର...

Related Articles

Popular Categories