ଫେବୃଆରୀ ୧୯ରୁ ଚମ୍ପିଆନ୍ସ ଟ୍ରଫି, ଘୋଷଣା ହେଲା ଟିମ୍ ଇଣ୍ଡିଆ
ଡେସ୍କ: ଚଳିତ ବର୍ଷ ଫେବୃଆରୀ ୧୯ରୁ ଆରମ୍ଭ ହେବାକୁ ଥିବା ଚମ୍ପିଆନ୍ସ ଟ୍ରଫି କ୍ରିକେଟ ପ୍ରତିଯୋଗିତା ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି। ଏକ ସାମ୍ବାଦିକ ସମ୍ମିଳନୀରେ ଆଜି ମୁମ୍ବାଇରେ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଓ ଅଧିନାୟକ ରୋହିତ ଶର୍ମା ୧୫ ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ରୋହିତ ଶର୍ମା ଅଧିନାୟକ ଓ ଶୁଭମନ ଗିଲ୍ ଉପ-ଅଧିନାୟକ ଦାୟିତ୍ୱ ସମ୍ଭାଳିବେ। ଅନ୍ୟ ଖେଳାଳୀମାନଙ୍କ ମଧ୍ୟରେ ଦଳରେ ବିରାଟ କୋହଲି, ଶ୍ରେୟସ ଆୟର, କେଏଲ ରାହୁଲ, … Continue reading ଫେବୃଆରୀ ୧୯ରୁ ଚମ୍ପିଆନ୍ସ ଟ୍ରଫି, ଘୋଷଣା ହେଲା ଟିମ୍ ଇଣ୍ଡିଆ
Copy and paste this URL into your WordPress site to embed
Copy and paste this code into your site to embed