
ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଟିମ୍ ; ଶୁବମନ୍ ଗିଲ୍ ନୂଆ ଟେଷ୍ଟ ଟିମ୍ ଅଧିନାୟକ

ନୂଆଦିଲ୍ଲୀ : ଇଂଲଣ୍ଡ ଗସ୍ତ ପାଇଁ ମେ’ ୨୪ ଅର୍ଥାତ୍ ଶନିବାର ଘୋଷଣା ହୋଇଛି ଭାରତୀୟ ଟିମ୍ । ଦଳ ଘୋଷଣା ପୂର୍ବରୁ ବିସିସିଆଇର ଅଧିକାରୀଙ୍କ ଏକ ବୈଠକ କରାଯାଇଛି ।
ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଶୁବମନ ଗିଲ୍ଙ୍କୁ ନୂତନ ଟେଷ୍ଟ ଅଧିନାୟକ ଭାବରେ ମନୋନୀତ କରାଯାଇଛି। ରିଷଭ ପନ୍ତ ଟେଷ୍ଟରେ ନୂତନ ଉପ-ଅଧିନାୟକ ହୋଇଛନ୍ତି। ୧୮ ଜଣିଆ ଟେଷ୍ଟ ଟିମ୍ ଘୋଷଣା କରିଛି ବିସିସିଆଇ । ଜୟସ୍ୱାଲ, କେ.ଏଲ୍ ରାହୁଲ, ସାଇ ସୁଦର୍ଶନ, ଅଭିମନ୍ୟୁ ଇଶ୍ୱରନ୍, କରୁଣ ନାୟର, ନୀତିଶ ରେଡ୍ଡୀ, ରବୀନ୍ଦ୍ର ଜାଡେଜା, ଧ୍ରୁବ ଜୁରେଲ, ୱାଶିଂଟନ ସୁନ୍ଦର, ଶାର୍ଦ୍ଦୁଳ ଠାକୁର, ଯଶପ୍ରୀତ ବୁମରା, ମହମ୍ମଦ ସିରାଜ, ପ୍ରସିଦ୍ଧ କ୍ରିଷ୍ଣା, ଆକାଶଦୀପ, ଅର୍ଶଦୀପ ସିଂହ, କୁଲଦୀପ ଯାଦବ । ବାଦ୍ ପଡିଲେ ସର୍ଫରାଜ, ହର୍ଷିତ ରାଣା । ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଦଳକୁ ଫେରିଲେ କରୁଣ ନାୟର ।
ଜୁନ୍ରେ ଗ୍ରହଙ୍କ ବଡ ସଂଯୋଗ: ଏହି ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବେ ମାଲାମାଲ୍, କିଣିବେ ଘର, ଗାଡି..
ଗ୍ରାହକଙ୍କ ପାଇଁ ଖୁସି ଖବର ଆଣିଲା ବିଏସଏନଏଲ୍ : ମାତ୍ର ଏତିକି ଟଙ୍କାରେ ମିଳିବ ଡାଟା ସହ ସବୁ ସୁବିଧା..
Comments are closed.