www.samajalive.in
Monday, December 8, 2025
27.1 C
Bhubaneswar

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୩ ମହିଳାଙ୍କ ମୃତ୍ୟୁ

ତେଲକୋଇ: ଟାଙ୍ଗିରି ଗାଁ ଜୁଆଙ୍ଗ ସାହିରେ ବଡ଼ ଧରଣର ଅଘଟଣ ଘଟିଛି । ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବା ଫଳରେ ୩ଜଣ ମହିଳାଙ୍କ ମୃତ୍ୟୁ ହୋଇଛି ।  ସୂଚନା ଅନୁଯାୟୀ ଗୋଟିଏ ଛେଳି ସେହି ବିଦ୍ୟୁତ୍‌ ତାର ନିକଟକୁ ଯିବା ସମୟରେ ଛେଳିଟିକୁ ବଞ୍ଚାଇବାକୁ ଯାଇ ଏପରି ଅଭାବନୀୟ ଘଟଣା ଘଟିଛି । ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବା ଫଳରେ ୩ଜଣ ମହିଳାଙ୍କ ମୃତ୍ୟୁ ହୋଇଛି ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories