www.samajalive.in
Saturday, December 6, 2025
16.1 C
Bhubaneswar

ତେଲଙ୍ଗାନାରେ ବଡ ମାଓ ଅପରେସନ୍: ଏନକାଉଣ୍ଟରରେ ଟଳିଲେ ୭ ମାଓବାଦୀ

ତେଲେଙ୍ଗାନା: ତେଲଙ୍ଗାନାରେ ବଡ ମାଓ ଅପରେସନ୍। ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୭ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ମାଲକାନଗିରି ଜିଲ୍ଲା ସୀମାନ୍ତ ତେଲଙ୍ଗାନାର ମୁଳୁଗୁ ଜିଲ୍ଲାର ଇତାରୁ ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ଘଟଣାସ୍ଥଳରୁ ଏକେ-୪୭ ବନ୍ଧୁକ ସହ ବିପୁଳ ପରିମାଣର ମାଓ ବିସ୍ପୋରକ ସାମଗ୍ରୀ ଜବତ ହୋଇଛି। ଏବେ ପୁରା ଅଞ୍ଚଳରେ ସୁରକ୍ଷାବାହିନୀମାନେ  ସର୍ଚ୍ଚ ଅପରେସନ୍ ଜାରି ରଖିଛନ୍ତି । ଏ ନେଇ ମୁଲୁଗୁ ଜିଲ୍ଲାର ପୋଲିସ ସୁପରିଟେଣ୍ଡେଣ୍ଟ ଡ.ସବରିସ ସୂଚନା ଦେଇଛନ୍ତି।

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories