www.samajalive.in
Tuesday, December 9, 2025
23.1 C
Bhubaneswar

ତେଲେଙ୍ଗାନା ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ ଝାଡ଼ଖଣ୍ଡ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ

ଡେସ୍କ: ଝାଡ଼ଖଣ୍ଡ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ ତେଲେଙ୍ଗାନା ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଆଜି ସକାଳେ ହାଇଦ୍ରାବାଦସ୍ଥିତ ରାଜଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଶ୍ରୀ ରାଧାକ୍ରିଷ୍ଣନ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ତେଲେଙ୍ଗାନା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଆଲୋକ ଆରାଧେ ଶପଥ ପାଠ କରାଇଥିଲେ। ରାଜ୍ୟ ମୁଖ୍ୟ ଶାସନ ସଚିବ ଶାନ୍ତି କୁମାରୀ ନିଯୁକ୍ତି ପରୱାନା ପାଠ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏ ରେବନ୍ତ ରେଡ୍ଡୀ, ଅନେକ ମନ୍ତ୍ରୀ, ଜନପ୍ରତିନିଧି ଏବଂ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

ଆମେ ଏକାଠି ଲଢ଼ିବୁ! – ଅମିତ ଶାହ

Hot this week

୧୬ରେ ସୂର୍ଯ୍ୟଙ୍କ ଭ୍ରମଣ: ୭ଟି ରାଶି ପାଇଁ ଚ୍ୟାଲେଞ୍ଜ, ନୂତନ ବର୍ଷରେ କ୍ଷତି ହୋଇପାରେ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ରାଜା ସୂର୍ଯ୍ୟ, ଡିସେମ୍ବର ୧୬ ତାରିଖ...

ଶ୍ରୀଜଗନ୍ନାଥଙ୍କ ଦର୍ଶନ କଲେ ଭାରତୀୟ ଖେଳାଳି

ସମାଜ ଡିଜିଟାଲ ଡେସ୍କ: ମ୍ୟାଚ ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ...

ଦୁର୍ନୀତି : ବିକାଶରେ ବାଧା

ଦୁର୍ନୀତି ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣା ଯାଉଛି। ମାତ୍ର ଭାରତ...

୨୦୨୬ରେ ଦୁଇ ଥର ଚଳନ କରିବେ ରାହୁ: ଏହି ରାଶିରେ ବର୍ଷିବ ଧନ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ, ନୂଆ ଆଶା ନେଇ ଆସୁଛି...

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

Related Articles

Popular Categories