ତେଲେଙ୍ଗାନା ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ ଝାଡ଼ଖଣ୍ଡ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ

ଡେସ୍କ: ଝାଡ଼ଖଣ୍ଡ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ ତେଲେଙ୍ଗାନା ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଆଜି ସକାଳେ ହାଇଦ୍ରାବାଦସ୍ଥିତ ରାଜଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଶ୍ରୀ ରାଧାକ୍ରିଷ୍ଣନ ଏହି ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ ତେଲେଙ୍ଗାନା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ଆଲୋକ ଆରାଧେ ଶପଥ ପାଠ କରାଇଥିଲେ। ରାଜ୍ୟ ମୁଖ୍ୟ ଶାସନ ସଚିବ ଶାନ୍ତି କୁମାରୀ ନିଯୁକ୍ତି ପରୱାନା ପାଠ କରିଥିଲେ। ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏ ରେବନ୍ତ ରେଡ୍ଡୀ, ଅନେକ ମନ୍ତ୍ରୀ, ଜନପ୍ରତିନିଧି … Continue reading ତେଲେଙ୍ଗାନା ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ ଝାଡ଼ଖଣ୍ଡ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ