www.samajalive.in
Monday, December 8, 2025
27.1 C
Bhubaneswar

ଆଜାଦି କା ଅମୃତ ମହୋତ୍ସବ: ୧ କୋଟି ତ୍ରିରଙ୍ଗା ବାଣ୍ଟିବେ ତେଲଙ୍ଗାନା ସରକାର

ସିରିସିଲା : ଦେଶ ସ୍ବାଧୀନ ହେବାର ୭୫ ବର୍ଷ ପୂର୍ତ୍ତି ଅବସରରେ ବିଭିନ୍ନ ସ୍ଥାନରେ ଆଜାଦି କା ଅମୃତ ମହୋତ୍ସବ ପାଳିତ ହେଉଛି। ଏହି ଅବସରରେ ତେଲଙ୍ଗାନା ସରକାର ଆସନ୍ତା ୮ରୁ ୨୨ ପର୍ୟ୍ୟନ୍ତ ରାଜ୍ୟବ୍ୟାପୀ ଏହି କାର୍ୟ୍ୟକ୍ରମ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି କାର୍ୟ୍ୟକ୍ରମ ଅନ୍ତର୍ଗତ ରାଜ୍ୟ ସରକାର ଏକ କୋଟି ତ୍ରିରଙ୍ଗା ପତାକା ବଣ୍ଟନ କରିବେ। ରାଜ୍ୟରେ ଥିବା ପ୍ରତି ଘରକୁ ତ୍ରିରଙ୍ଗା ଯୋଗାଇ ଦେବାକୁ ଯୋଜନା ରହିଛି। ସିରିସିଲାରେ ଥିବା ହସ୍ତତନ୍ତ କାରିଗରଙ୍କୁ ୧ କୋଟି ତ୍ରିରଙ୍ଗା ପ୍ରସ୍ତୁତ କରିବାକୁ ରାଜ୍ୟ ସରକାରଙ୍କ ତରଫରୁ ଅର୍ଡର ପ୍ରଦାନ କରାଯାଇଥିବା ଜଣାପଡ଼ିଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories