www.samajalive.in
Sunday, December 7, 2025
23.1 C
Bhubaneswar

ଘାଟିରେ ଓଲଟିଲା ପୁଲିସ ଗାଡି: ୫ ଆହତ

କେନ୍ଦୁଝର: ତେଲକୋଇ କାଞ୍ଜିପାଣି ଘାଟିରେ ଭାରସାମ୍ୟ ହରାଇ ଓଲଟିଲା ପୁଲିସ୍ ବସ୍ । ଏଥିରେ ୫ଜଣ ପୁଲିସ୍  କର୍ମଚାରୀ ଆହତ ହୋଇଥିବା ସୂଚନା ମିଳିଛି। ତେବେ ଆଜି ୧୨ ଘଣ୍ଟିଆ ତେଲକୋଇ ବନ୍ଦ ପାଳନ କରାଯାଉଛି। ସମାକୋଇ ଜଳସେଚନ ପ୍ରକଳ୍ପକୁ ବିରୋଧ କରି ବନ୍ଦ ପାଳନ କରୁଛି ଚକଧାର ସମନ୍ବୟ ସମିତି। ସମିତି ପକ୍ଷରୁ ୪୯ ନଂ ଜାତୀୟ ରାଜପଥର ଜଗମୋହନପୁର ଠାରେ ରାସ୍ତା ଅବରୋଧ କରାଯାଇଛି। ଗାଡି ମୋଟର ବନ୍ଦ କରିବା ସହ ଦୋକାନ ବଜାର, ସ୍କୁଲ , କଲେଜ ଆଦି ବନ୍ଦ ରହିଛି। ଆଜି ସକାଳୁ ତେଲକୋଇ ବନ୍ଦ ସ୍ଥାନକୁ କିଛି ପୁଲିସ୍ କର୍ମଚାରୀ ଡ୍ୟୁଟିରେ ଯାଉଥିବାବେଳେ ଭାରସାମ୍ୟ ହରାଇ ଓଲଟି ପଡିଛି। ଦୁର୍ଘଟଣାରେ ୫ ଜଣ ପୁଲିସ୍ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି।

Hot this week

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories