www.samajalive.in
Wednesday, December 10, 2025
26.1 C
Bhubaneswar

ଗ୍ରାମାଞ୍ଚଳ ମେଧାବୃତ୍ତି ପରୀକ୍ଷାରେ ନିତୁଶ୍ରୀ ପ୍ରଥମ

ତେଲକୋଇ: ଗ୍ରାମାଞ୍ଚଳ ମେଧା ବୃତ୍ତି ପରୀକ୍ଷା -୨୦୨୨ ରେ ତେଲକୋଇ ବାଳିକା ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ନିତୁଶ୍ରୀ ସାହୁ ୧୦୦ରୁ ୮୩ ନମ୍ୱର ରଖି ବ୍ଲକରେ ପ୍ରଥମ ସ୍ଥାନରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏନେଇ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦିଲ୍ଲୀପ କୁମାର ପଇଦା ତଥା ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ ବିଦ୍ୟାଳୟ ପରିଚାଳନା ସମିତି ସଦସ୍ୟ ମାନେ ଖୁସି ବ୍ୟକ୍ତ କରିଥିଲେ ଏବଂ ପୁଷ୍ପ ଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିବା ସହିତ ତାଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ। ନିତୁଶ୍ରୀ ଅନୁଗୋଳ ଜିଲା ଭକ୍ତ ରଞ୍ଜନ ସାହୁ ଓ ପ୍ରତିଭାରାଣୀ ବେହେରାଙ୍କ ସୁପୁତ୍ରୀ ଅଟନ୍ତି।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories