www.samajalive.in
Saturday, December 6, 2025
23.1 C
Bhubaneswar

ଆଜିଠାରୁ ଅସମ୍ଭାଳ ହେବ ଗ୍ରୀଷ୍ମ ପ୍ରବାହ, ବଢିବ ତାତି

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଆହୁରି ଉପରମୁହାଁ ହେବ ପାରଦ । ବଢିବ ତାତି । ପଶ୍ଚିମ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ପାର କରିବ ବୋଲି ଆଞ୍ଚଳିକ ପାଣି ପାଗ ବିଭାଗ କହିଛି । ରାଜ୍ୟରେ ଶୁଖିଲା ପାଗ ଜାରି ରହିଥିବା ବେଳେ ୨୭ତାରିଖ ପରଠାରୁ ଆହୁରି ବଢିବ ତାତି । ସେହିପରି ୫ଦିନ ଯାଏ ରାତି ତାପମାତ୍ରା ୨ରୁ ୩ଡିଗ୍ରୀ ବଡିପାରେ । ଗତ ୨୪ ଘଣ୍ଟାରେ ରାଜ୍ୟରେ ତିନି ସହରରେ ତାପମାତ୍ରା ୩୮ ଡିଗ୍ରୀ ଛୁଇଁଛି । ବଲାଙ୍ଗିରରେ ସର୍ବାଧିକ ତାପମାତ୍ରା ୩୮.୫ ଡିଗ୍ରୀ ସେଲସିୟମ୍‍ ରହିଥିଲା ।

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories