www.samajalive.in
Sunday, December 7, 2025
26.1 C
Bhubaneswar

ମନ୍ଦିର ପ୍ରତିଷ୍ଠା ପାଇଁ କଳସ ଶୋଭାଯାତ୍ରାରେ କୋଭିଡ୍‌ ନିୟମ ଉଲ୍ଲଙ୍ଘନ, ମନ୍ଦିର ସିଲ କଲା ପ୍ରଶାସନ

ଆସିକା: ସାରା ରାଜ୍ୟରେ କୋଭିଡ୍‌ କଟକଣା କଡ଼ାକଡ଼ି ଭାବେ ପାଳନ କରାଯିବା ନେଇ ସରକାର ନିୟମ ଜାରି କରାଯାଇଛି। ମନ୍ଦିର ପ୍ରତିଷ୍ଠା ପାଇଁ କୋଭିଡ୍‌ ନିୟମ ଉଲ୍ଲଙ୍ଘନ କରି ୫୦୦ରୁ ଅଧିକ ମହିଳା କଳସ ଶୋଭାଯାତ୍ରାରେ ସାମିଲ ହୋଇଥିଲେ। କୋଭିଡ୍‌ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ପ୍ରଶାସନ ପକ୍ଷରୁ ମନ୍ଦିର ସିଲ୍‌ କରାଯାଇଥିବା ସୂଚନା ମିଳିଛି।

 

- Advertisement -

ଶେରଗଡ଼ ବ୍ଲକ କୃଷ୍ଣଛାଇ ଗାଁରେ ଲକ୍ଷ୍ମୀନୃସିଂହ ମନ୍ଦିର ପ୍ରତିଷ୍ଠା ଉପଲକ୍ଷେ କଳସ ଶୋଭାଯାତ୍ରା ଆୟୋଜିତ ହୋଇଥିଲା। ଏଥିରେ ୫ଶହରୁ ଅଧିକ ମହିଳା କଳସ ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ବିନା ମାସ୍କରେ ଶହ ଶହ ମହିଳା କଳସ ଶୋଭାଯାତ୍ରାରେ ବାହାରି ଥିବା ଖବର ପାଇ ଘଟଣାସ୍ଥଳରେ ପ୍ରଶାସନ ପହଞ୍ଚିଥିଲା। ଶୋଭାଯାତ୍ରା ଆୟୋଜନକାରୀ ମନ୍ଦିର କମିଟି ଓ ଶ୍ରଦ୍ଧାଳୁମାନଙ୍କ ସହିତ ଆଲୋଚନା କରିଥିଲା। କୋଭିଡ୍‌ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ପ୍ରଶାସନ ପକ୍ଷରୁ ମନ୍ଦିର ସିଲ୍‌ କରିଥିଲା। ଏହାହସିତ କଳସ ଶୋଭାଯାତ୍ରା ଆୟୋଜନକାରୀ ମନ୍ଦିର କମିଟି ନାମରେ ଜିଲା ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories