www.samajalive.in
Sunday, December 14, 2025
17.1 C
Bhubaneswar

ଭୁବନେଶ୍ବରରେ ତାପମାତ୍ରା ୩୫ ଡିଗ୍ରୀ ଛୁଇଁଲା

ଭୁବନେଶ୍ବର : ଚଳିତ ବର୍ଷ ପ୍ରଥମ ଥର ରାଜଧାନୀ ତାପମାତ୍ରା ୩୫ ଡିଗ୍ରୀ ଛୁଇଁଛି । ଆଜି ଦିନ ସାଢେ ୨ଟା ସୁଦ୍ଧା ଭୁବନେଶ୍ବର ତାପମାତ୍ରା ୩୫ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ତେବେ ଆସନ୍ତା ଶନିବାରଠାରୁ ପୁଣି ତାପମାତ୍ରା କମିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୨ରୁ ୪ ଡିଗ୍ରୀ ପର‌୍ୟ୍ୟନ୍ତ ତାପମାତ୍ରା ହ୍ରାସ ପାଇପାରେ । ତେବେ ଆସନ୍ତା ୩ ଦିନ ପର‌୍ୟ୍ୟନ୍ତ ଉପକୂଳ ଓଡିଶା ସମେତ ମୟୁରଭଞ୍ଜ, ମାଲକାନଗିରି ଓ କୋରାପୁଟ ଜିଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଅନୁଭୂତ ହେବ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories