www.samajalive.in
Sunday, December 14, 2025
26.1 C
Bhubaneswar

ଝାରସୁଗୁଡ଼ାରେ ୪୫ ଟପିଲା ପାରଦ

ଭୁବନେଶ୍ବର :  ରାଜ୍ୟରେ ତାପମାତ୍ରା ବଢିବାରେ ଲାଗିଛି । ପଶ୍ଚିମ ଓଡ଼ିଶାରେ ଦିନକୁ ଦିନ ଅଧିକ ତାପମାତ୍ରା ପରିଲକ୍ଷିତ ହେଉଛି । ଆଜି ଝାରସୁଗୁଡ଼ାରେ ତାପମାତ୍ରା ୪୫ ଡିଗ୍ରୀ ପାର୍ କରିଛି । ଝାରସୁଗୁଡ଼ାରେ ତାପମାତ୍ରା ସର୍ବାଧିକ ୪୫.୪ ଡିଗ୍ରୀ ରେକର୍ଡ କରାଯାଇଛି । ଏହା ସହିତ ଚଳିତ ବର୍ଷ ପ୍ରଥମ ଥର ପାଇଁ ତାପମାତ୍ରା ୪୫ ଡିଗ୍ରୀ ପାର୍ କରିଛି । ସେହିଭଳି ସମ୍ବଲପୁର ୪୩, ହୀରାକୁଦ ୪୨.୪, ରାଉରକେଲା ୪୨, କେନ୍ଦୁଝର ୩୮.୩, ଚାନ୍ଦବାଲି ୩୮.୨, ବାଲେଶ୍ବରରେ ୩୭ ଡିଗ୍ରୀ ତାପମାତ୍ରା ରହିଥିଲା । ଆଜି ଭୁବନେଶ୍ବରରେ ତାପମାତ୍ରା ୩୬ ଡିଗ୍ରୀ ରେକର୍ଡ ହୋଇଛି ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories