www.samajalive.in
Thursday, December 11, 2025
23.1 C
Bhubaneswar

ଝାରସୁଗୁଡାରେ ତାପମାତ୍ରା ୩୭ ଡିଗ୍ରୀ ଛୁଇଁଲା

ଭୁବନେଶ୍ବର : ରାଜ୍ୟରେ ଚଳିତ ବର୍ଷ ପ୍ରଥମ ଥର ତାପମାତ୍ରା ୩୭ ଡିଗ୍ରୀ ଛୁଇଁଛି । ଝାରସୁଗୁଡାରେ ଆଜି ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ ରହିଥିଲା । ସେହିଭଳି ରାଜଧାନୀ ଭୁବନେଶ୍ବରରେ ତାପମାତ୍ରା ୩୪.୮ ଡିଗ୍ରୀ ସେଲସିୟସ ରହିଥିଲା । ଗ୍ରୀଷ୍ମ ଆରମ୍ଭ ପୂର୍ବରୁ ତାତି ବଢିବା ନଜର ଆସୁଛି । ଆଗକୁ ଧିରେ ଧିରେ ତାପମାତ୍ରା ଅଧିକ ବଢିବ ।

Hot this week

ଫୁଲବାଣୀରେ ପ୍ରଥମ ତୁଷାରପାତ

ଫୁଲବାଣୀ : କନ୍ଧମାଳରେ ଏବେ ହାଡ଼ ଭଙ୍ଗା ଶୀତ ଅରମ୍ଭ ହୋଇଛି।...

ରାସ୍ତାକଡରେ ପୁଳା ପୁଳା ଔଷଧ: ସ୍ଵାସ୍ଥ୍ୟ ବିଭାଗର ତଦନ୍ତ

ବାଲେଶ୍ଵର: ରାସ୍ତାକଡ଼ରେ ପଡ଼ିଛି ପୁଳା ପୁଳା ସରକାରୀ ମେଡିସିନ୍। ଏଭଳି ଘଟଣା...

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା: ସ୍ଥିତି ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

Related Articles

Popular Categories