www.samajalive.in
Sunday, December 7, 2025
26.1 C
Bhubaneswar

କଟକ କାଳୀପୂଜା ଭସାଣରେ ଉତ୍ତେଜନା

ସମାଜ ଡିଜିଟାଲ ଡେସ୍କ: କଟକ କାଳୀପୂଜା ଭସାଣରେ ଉତ୍ତେଜନା ପ୍ରକାଶ ପାଇଛି। ଶୁକ୍ରବାର ରାତିରେ ଭସାଣ ଶୋଭାଯାତ୍ରା ସମୟରେ ଏହି ଘଟଣା ଘଟିଥିବା ସୂଚନା ମିଳିଛି। ଖବର ଅନୁସାରେ ବାଖରାବାଦ ପୂଜା କମିଟିର ଦୁଇ ସଦସ୍ୟଙ୍କୁ ପୁଲିସ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଚାନ୍ଦିନୀଚୌକ ଛକରେ ଏହି ଘଟଣା ଘଟିଛି। ଏହା ଫଳରେ ଚାନ୍ଦିନୀଚୌକଠାରେ ବାଖରାବାଦ ପୂଜା କମିଟିର ମେଢ଼ ଅଟକି ରହିଥିବା ଜ ଣାପଡ଼ିଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories