ମଝି ଆକାଶରେ ଧକ୍କା ହେଲା ୨ ନୌସେନା ହେଲିକପ୍ଟର, ୧୦ ମୃତ

ପେରାକ: ମାଲେସିଆ ନୌସେନାର ୨ଟି ହେଲିକପ୍ଟର ମଝି ଆକାଶରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ୨ଟି ଯାକ ହେଲିକପ୍ଟର ପରସ୍ପର ସହ ଧକ୍କା ହେବା ଫଳରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ରୟାଲ ମାଲେସିଆନ୍‌ ନାଭାଲ ପରେଡ୍‌ ପାଇଁ ପେରାକ୍‌ର ଲୁମୁଟ୍‌ ନୌସେନା ଘାଟିରେ ସାମରିକ ଅଭ୍ୟାସ ଚାଲିଥିବାବେଳେ ମଙ୍ଗଳବାର ସକାଳ ପ୍ରାୟ ୯ଟା ୩୨ରେ ଏହି ଦୁର୍ଘଟଣା ଘଟିଛି ବୋଲି ନୌସେନା ପକ୍ଷରୁ ଏକ ବିବୃତିରେ କୁହାଯାଇଛି। ସୂଚନା ଅନୁସାରେ, ମଙ୍ଗଳବାର ସକାଳେ ନୌସେନା ପକ୍ଷରୁ ସମରାଭ୍ୟାସ ଆରମ୍ଭ … Continue reading ମଝି ଆକାଶରେ ଧକ୍କା ହେଲା ୨ ନୌସେନା ହେଲିକପ୍ଟର, ୧୦ ମୃତ