www.samajalive.in
Sunday, December 14, 2025
26.1 C
Bhubaneswar

ବିଶ୍ୱ ପରିବେଶ ଦିବସ ଅବସରରେ ବୃକ୍ଷରୋପଣ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ : ବିଶ୍ୱ ପରିବେଶ ଦିବସ ଅବସରରେ କେନ୍ଦ୍ର ତୈଳ ଓ ପ୍ରାକୃତିକ ବାସ୍ପ ତଥା ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀ ସ୍ଥିତ ବାସଭବନ ପରିସରରେ ପରିବାର ସଦସ୍ୟଙ୍କ ସହ ବୃକ୍ଷରୋପଣ କରିଛନ୍ତି।
ଏହି ଅବସରରେ ଶ୍ରୀ ପ୍ରଧାନ ସମସ୍ତଙ୍କୁ ଅଧିକରୁ ଅଧିକ ଗଛ ଚାରା ଲଗାଇବା ପାଇଁ ପରାମର୍ଶ ଦେଇଛନ୍ତି। ଶ୍ରୀ ପ୍ରଧାନ କହିଛନ୍ତି ଯେ ଗଛ ଗୁଡିକ ସୁନ୍ଦର ଏବଂ ଜୀବନ ମଧ୍ୟ ଦେଇଥାଏ। ବିଶ୍ୱକୁ ଅଧିକ ସୁନ୍ଦର କରିବା ପାଇଁ ବୃକ୍ଷରୋପଣ କରିବାର ଆବଶ୍ୟକତା ରହିଛି। ତେଣୁ ଗୋଟିଏ ଗଛ ଲଗାଇ ଗୋଟିଏ ଜୀବନ ଦେବାକୁ ସେ ଜନସାଧାରଙ୍କୁ ପରାମର୍ଶ ଦେଇଛନ୍ତି।

 

Hot this week

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

Related Articles

Popular Categories