www.samajalive.in
Monday, December 8, 2025
27.1 C
Bhubaneswar

ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ; ଜଣେ ଆତଙ୍କବାଦୀ ନିହତ

ଜମ୍ମୁ : ଜମ୍ମୁ-କାଶ୍ମୀରର ଶୋପିଆଁର ହାଜୀପୋରା ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ମୃତ ଆତଙ୍କବାଦୀର ପରିଚୟ ମିଳିନାହିଁ।
ଉକ୍ତ ଅଞ୍ଚଳରେ ଆତଙ୍କବାଦୀ ଥିବା ନେଇ ସୂଚନା ମିଳିବା ପରେ ସୁରକ୍ଷାକର୍ମୀ ତଲାସି ଆରମ୍ଭ କରିଥିଲେ। ଏହାପରେ ଆତଙ୍କବାଦୀ ଗୁଳିଚାଳନା କରିବା ପରେ ସୁରକ୍ଷାକର୍ମୀ ପାଲଟା ଗୁଳିଚାଳନା କରିଥିଲେ। ବର୍ତ୍ତମାନ ମଧ୍ୟ ଉକ୍ତ ଅଞ୍ଚଳରେ ତଲାସି ଅଭିଯାନ ଜାରି ରଖିଛି।

Hot this week

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

Related Articles

Popular Categories