www.samajalive.in
Friday, December 5, 2025
26.1 C
Bhubaneswar

ବିଷାକ୍ତ ଛତୁ ଖାଇ ୬ ଗୁରୁତର

ଠାକୁରମୁଣ୍ଡା: ମୟୁରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ ମହୁଲଡିହା ଗ୍ରାମରେ ମଙ୍ଗଳବାର ବିଷାକ୍ତ ଛତୁ ଖାଇ ୩ଟି ପରିବାରର ୬ଜଣ ସଦସ୍ୟ ଗୁରୁତର ହୋଇଥିବା ଜଣାପଡ଼ିଛି ।

ସୂଚନା ଅନୁଯାୟୀ,  ମହୁଲଡିହା ଗ୍ରାମର ୩ଟି ପରିବାରର ସଦସ୍ୟମାନେ ନିକଟ ଜଙ୍ଗଲରେ ଫୁଟିଥିବା ଛତୁକୁ ଆଣି ଘରେ ରୋଷେଇ କରି ଖାଇଥିଲେ। ଛତୁ ଖାଇବାର ପ୍ରାୟ ୧ ଘଣ୍ଟା ପରେ ସମସ୍ତଙ୍କ ମୁଣ୍ଡ ବୁଲାଇବା ସହ ବାନ୍ତି କରିବା ଆରମ୍ଭ ହୋଇଥିଲା। ପରେ ସମସ୍ତ ଆକ୍ରାନ୍ତଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ ଠାକୁରମୁଣ୍ଡା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରାଯାଇଥିଲା। ସେଠାରେ ସମସ୍ତଙ୍କୁ ଚିକିତ୍ସାପରେ ଅବସ୍ଥା ଗୁରୁତର ହେବାରୁ କରଞ୍ଜିଆ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ନିମନ୍ତେ ସ୍ଥାନାନ୍ତର କରାଯାଇଥିଲା।

- Advertisement -

 

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories