www.samajalive.in
Saturday, December 6, 2025
26.1 C
Bhubaneswar

ଅଫିମ ଚାଷକୁ ନଷ୍ଟ କଲା ପ୍ରଶାସନ

ଠାକୁରମୁଣ୍ଡା: ମୟୁରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା ସାଲେଇବେଡା ଗ୍ରାମପଞ୍ଚାୟତ ଏଦେଲାବେଡା ଗ୍ରାମ ଅନ୍ତର୍ଗତ ବୁରୁ ସାହି ଜଙ୍ଗଲ ଭିତରେ ପ୍ରାୟ ଏକ ଏକର ସ୍ଥାନରେ ହୋଇଥିବା ଅଫିମ ଚାଷକୁ ବୁଧବାର ଦିନ ପ୍ରଶାସନ ପହଞ୍ଚି ଚାଷକୁ ନଷ୍ଟ କରିଛନ୍ତି। କୌଣସି ସୂତ୍ରରୁ ଖବର ପାଇ ଠାକୁରମୁଣ୍ଡା ତହସିଲଦାର ସମ୍ବିତ କୁମାର କର ଓ ଉପଖଣ୍ଡ ପୁଲିସ ଅଧିକାରୀ ସୁବ୍ରତ କୁମାରଙ୍କ ଉପସ୍ଥିତିରେ ଠାକୁରମୁଣ୍ଡା ଥାନା ଅଧିକାରିଣୀ ସାବିତ୍ରୀ ଦଳେଇ, ଠାକୁରମୁଣ୍ଡା ବନାଞ୍ଚଳ ଅଧିକାରୀ ଉମାକାନ୍ତ ବେହେରା ସମେତ ପୁଲିସ ଓ ବନବିଭାଗ କର୍ମଚାରୀ ମିଳିତ ଚଢ଼ାଉ କରି ଚାଷ ହୋଇଥିବା ଅଫିମ ଗଛ ସବୁକୁ ନଷ୍ଟ କରିଥିଲେ।

ଲାଗି ରହୁଛି କି ରୋଗ? ଗ୍ରହ ଦୋଷ ନୁହେଁ ତ କାରଣ, ଜାଣନ୍ତୁ କେଉଁ ଗ୍ରହଙ୍କ ପାଇଁ ହୁଏ କି ରୋଗ, କେମିତି ଦୂର ହେବ ସମସ୍ୟା..

୫୭ ବର୍ଷ ପରେ ୬ ଶକ୍ତିଶାଳୀ ଗ୍ରହଙ୍କ ବିଶେଷ ସଂଯୋଗ ; ଏହି ରାଶି ହେବେ ମାଲାମାଲ୍‌, ବଢିବ ଧନ,ବ୍ୟବସାୟ..

- Advertisement -

ଦେଖନ୍ତୁ ଭିଡିଓ ; ଦେବଦୂତ ସାଜିଲେ ମହିଳା କନେଷ୍ଟବଳ, ଚଳନ୍ତା ଟ୍ରେନ୍‌ରୁ ଏମିତି ବଞ୍ଚାଇଲେ ବୃଦ୍ଧଙ୍କ ଜୀବନ..

ଦେଖନ୍ତୁ ଭିଡିଓ; ମାଙ୍କଡକୁ ଆଉଁସି ଦେଉଥିଲେ ଯୁବତୀ, ତା’ପରେ ଯାହା ହେଲା..

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories