www.samajalive.in
Sunday, December 7, 2025
13.1 C
Bhubaneswar

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଟାଙ୍ଗିଆ ଓ ଧନୁତୀରରେ ଆକ୍ରମଣ , ଜଣେ ଗୁରୁତର 

ଠାକୁରମୁଣ୍ଡା:  ପୂର୍ବ ଶତ୍ରୁତାରୁ ଜଣେ ଵ୍ୟକ୍ତିଙ୍କୁ ଟାଙ୍ଗିଆରେ ଅକ୍ରମଣ ଫଳରେ ସେ ଗୁରୁତର ହୋଇ କଟକ ସ୍ଥାନାନ୍ତର ହୋଇ ଥିବା ଜଣାପଡିଛି । ମୟୂରଭଞ୍ଜ ଜିଲ୍ଲା ମହୁଲଡିହା ଥାନା ଅନ୍ତର୍ଗତ ଧାତିକିଡିହା ଗ୍ରାମର କାଠିଆ ମଢେଇ (୭୦) ନିଜ ଜମିରେ ଥିବା ମହୁଲଗଛ ମୁଳରୁ ସକାଳ ସମୟରେ ମହୁଲଫୁଲ ଗୋଟ।ଉ ଥିବା କୋଲନୀ ସାହି ଗ୍ରାମରେ ଘର ଜୋଇଁଆ ଥିବା ଗ୍ରାମର ଅଇବନ ଦାସ ଏକ ଟାଙ୍ଗିଆରେ ଚୋଟ ମାରିବା ସହ ତୀର ମାରିଛି। ଏନେଇ ମହୁଲଡିହା ଥାନାରେ ଅଭିଯୋଗ ହୋଇଛି। ଘଟଣା ଘଟିବା ପରେ ପରିବାର ଲୋକ କାଠିଆକୁ ଘଟଣାସ୍ଥଳରୁ ୧୦୮ ଆମ୍ବୁଲାନ୍ସ ଯୋଗେ ଆନନ୍ଦପୁର ଉପଖଣ୍ଡସ୍ୱାସ୍ଥ୍ୟ କେନ୍ଦ୍ରକୁ ଆଣିଥିବା ବେଳେ ଡାକ୍ତର ପ୍ରାଥମିକ ଚିକିତ୍ସା ପରେ କାଠିଆ ଅବସ୍ଥା ଗୁରୁତର ଥିବାରୁ କଟକ ସ୍ଥାନାନ୍ତର ହୋଇ ଥିବା ଜଣାପଡିଛି। ଖବର ପାଇ ଘଟଣା ସ୍ଥଳରେ ମହୁଲଡିହା ପୁଲିସ ପହଞ୍ଚି ତଦନ୍ତ କରୁଛି ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories