www.samajalive.in
Saturday, December 6, 2025
26.1 C
Bhubaneswar

୨୧ଲିଟର ବିଦେଶୀ ମଦ ଜବତ ,ବ୍ୟବସାୟୀ ଗିରଫ

ଠାକୁରମୁଣ୍ଡା:ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ପଡିଆବେଡା ଗ୍ରାମରେ ଥିବା ଏକ ଭେରାଇଟି ଷ୍ଟୋର ଉପରେ ଗୁରବାର ଦିନ ଠାକୁରମୁଣ୍ଡା ଥାନା ପୁଲିସ ବିଶେଷ ସୂତ୍ରରୁ ଖବର ପାଇ ଚଢ଼ାଉ କରି ଦୋକାନରେ ରଖି ଚୋରାରେ ବିକ୍ରି କରୁଥିବା ବିଦେଶୀ ମଦକୁ ପୁଲିସ ଜବତ କରିଛି। ଜବତ ବିଦେଶୀ ମଦର ପରିମାଣ ୨୧ ଲିଟର ୨୫ ମିଲି ଗ୍ରାମ ବୋଲି ପୁଲିସ କହିଛି। ଦୋକାନରେ ରଖି ଚୋରାରେ ବିଦେଶୀ ମଦ ବିକ୍ରି କରୁଥିବା ଅଭିଯୋଗରେ ଦୋକାନୀ ପ୍ରଶାନ୍ତ ମହାନ୍ତ (୩୪)କୁ ଗିରଫ ପରେ କୋର୍ଟ ଚାଲାଣ କରିଛି ପୁଲିସ। ଏନେଇ ଠାକୁରମୁଣ୍ଡା ଥାନାରେ କେଶ ନମ୍ବର ୧୦୯/୨୩ ଅନୁଯାୟୀ ମାମଲା ରୁଜୁ କରି ପୁଲିସ ଅଧିକ ତଦନ୍ତ କରୁଛି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories