www.samajalive.in
Tuesday, December 9, 2025
23.1 C
Bhubaneswar

ବିରୋଧୀଙ୍କ ବୈଠକରେ ଯୋଗଦେବ ‘ଆପ’

ନୂଆଦିଲ୍ଲୀ: ଆସନ୍ତାକାଲି ବିରୋଧୀଙ୍କ ବୈଠକରେ ‘ଆପ’ ଯୋଗଦେବ ବୋଲି ଜଣାପଡ଼ିଛି। ବେଙ୍ଗାଲୁରୁରେ ହେବାକୁ ଥିବା ବୈଠକରେ ‘ଆପ’ ଯୋଗଦେବ ବୋଲି ଆମ ଆଦମି ପାର୍ଟି ପିଏସି ବୈଠକରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଷ୍ପତ୍ତି ନିଆଯାଇଛି। ବେଙ୍ଗାଲୁରୁରେ ହେବାକୁ ଥିବା ବିରୋଧୀଙ୍କ ବୈଠକରେ ‘ଆପ’ର ୨ ମୁଖ୍ୟମନ୍ତ୍ରୀ ଯୋଗଦେବେ। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରୀୱାଲ ଏବଂ ଭଗବତ ସିଂ ମାନ ଯୋଗଦେବେ ବୋଲି ‘ଆପ’ ପିଏସି ବୈଠକରେ ନିଷ୍ପତ୍ତି ନିଆଯାଇଛି।

Hot this week

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

ଚାଉଳ ଯୋଗାଣ ବନ୍ଦ ; ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଟିଟିଲାଗଡ଼ : ଚାଉଳ ଯୋଗାଣ ବନ୍ଦ। ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା...

Related Articles

Popular Categories